ପିଏଫ୍‌ ଆକାଉଣ୍ଟରେ ମିଳିବ ୮.୬୫% ସୁଧ

ନୂଆଦିଲ୍ଲୀ,୩୧-୮: ଚାକିରିରତ କର୍ମଚାରୀଙ୍କ ପାଇଁ ଖୁସୀଖବର। ଭବିଷ୍ୟନିଧି ଆକାଉଣ୍ଟ(ପିଏଫ ଆକାଉଣ୍ଟ)ରେ ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ୮.୬୫% ସୁଧ ହାର ମିଳିବ। କେନ୍ଦ୍ର ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର କହିଛନ୍ତି ଯେ, ଇପିଏଫ୍‌ ପକ୍ଷରୁ ଧାର୍ଯ୍ୟ ସୁଧ ହାର ପ୍ରଦାନ କରିବାକୁ ଅର୍ଥ ମନ୍ତ୍ରଣାଳୟ ରାଜି ହୋଇଛି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଖୁବଶୀଘ୍ର ଏ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ କରାଯିବ ବୋଲି ସେ କହିଛନ୍ତି। ଏହାର ସିଧା ଫାଇଦା ୬ କୋଟି ଇପିଏଫ୍‌ ଆକାଉଣ୍ଟଧାରୀଙ୍କୁ ମିଳିବ। ସୂଚନାଥାଉ କି, ଗତ ୬ ମାସ ହେଲା ଅର୍ଥ ଓ ଶ୍ରମ ମନ୍ତ୍ରଣାଳୟ ମଧ୍ୟରେ ଏନେଇ ସହମତି ପ୍ରକାଶ ପାଇପାରୁ ନଥିଲା। ଏଥିପୂର୍ବରୁ ଅର୍ଥାତ୍‌ ୨୦୧୭-୧୮ ଆର୍ଥିକ ବର୍ଷରେ ସୁଧହାର ୮.୫୫% ରହିଥିଲା। ଅର୍ଥାତ ଆଲୋଚ୍ୟ ବର୍ଷରେ ପିଏଫ୍‌ ଆକାଉଣ୍ଟଧାରୀଙ୍କୁ ୦.୧୦% ଅଧିକ ସୁଧ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ…

ଧାନ ଶୀଘ୍ର ନ ଉଠିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ମାତ୍ର ୪ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା…

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri