ପିଏମ୍‌ କେୟାର୍ସ ପାଣ୍ଠିକୁ ଏମ୍‌ଜିଏମ୍‌ ମିନେରାଲ୍ସ ଦେଲା ୧ କୋଟି

ଭୁବନେଶ୍ୱର,୨୧।୪: ପିଏମ୍‌ କେୟାର୍ସ ପାଣ୍ଠିକୁ ଏମ୍‌ଜିଏମ୍‌ ମିନେରାଲ୍ସ ପକ୍ଷରୁ ୧ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀର ଅଧ୍ୟକ୍ଷ ପଙ୍କଜ ଲୋଚନ ମହାନ୍ତି ଉପସ୍ଥିତ ରହି ଅର୍ଥ ରାଶିର ଚେକ୍‌ ପ୍ରଦାନ କରିଛନ୍ତି। ଏହା ପୂର୍ବରୁ କମ୍ପାନୀ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ କୋଟି ଟଙ୍କା ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…

ଦେଶରେ ପୁଣି ବଢ଼ିବ ପେଟ୍ରୋଲ-ଡିଜେଲ ଦର! ସରକାର ଦେଲେ ବଡ଼ ସ୍ପଷ୍ଟୀକରଣ

ନୂଆଦିଲ୍ଲୀ,୨୪।୯: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂ-ରାଜନୈତିକ ଉତ୍ତେଜନା ଏବଂ ହର୍ମୁଜ ସଙ୍କଟ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ବା କ୍ରୁଡ୍‌ ଅଏଲ ଦର ଗତ କିଛି…

ପାଖରେ ରଖନ୍ତୁ କ୍ୟାସ୍‌, ଏହି ଦିନ ଦେଶରେ ବନ୍ଦ ରହିବ UPI! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୪।୯: ୟୁପିଆଇ (UPI) ଚାର୍ଜକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ବ୍ୟବସାୟୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଫେଡେରେଶନ ଅଫ ଅଲ ଇଣ୍ଡିଆ ବ୍ୟାପାର…

କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ବଡ଼ ଖବର: ଏଥର ଆଗୁଆ ମିଳିବ ଦରମା, ଜାଣନ୍ତୁ କାହିିଁକି

ନୂଆଦିଲ୍ଲୀ୨୪।୯: କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ବଡ଼ ଖବର। ସାଧାରଣତଃ ମାସର ଶେଷ କାର୍ଯ୍ୟଦିବସରେ କର୍ମଚାରୀଙ୍କ ଦରମା ଓ ପେନସନଭୋଗୀଙ୍କ ପେନସନ ଆକାଉଣ୍ଟରେ ଜମା…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?