Posted inଖେଳ

ପିଏସଏଲରୁ ଓହରିଲେ ଲିନ

ଲାହୋର,୧୬।୩- ଲାହୋର କ୍ୱାଲାଣ୍ଡର୍ସ ଦଳକୁ ସେମିଫାଇନାଲରେ ପହଞ୍ଚାଇଥିବା ଅଷ୍ଟ୍ରେଲିଆନ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ କ୍ରିସ ଲିନ ପିଏସ୍‌ଏଲରୁ ଓହରିବାକୁ ନିଷ୍ପତ୍ତି ନେଇଛନ୍ତି। କରୋନା ଭାଇରସ ଯୋଗୁ ସେ ସୋମବାର ଅଷ୍ଟ୍ରେଲିଆ ଫେରିଯିବେ। ତେବେ ସମାନ କାରଣରୁ ବହୁ ବିଦେଶୀ ଖେଳାଳି ପିଏସ୍‌ଏଲ ଛାଡ଼ି ସ୍ବଦେଶ ଫେରିଛନ୍ତି। ଦୁର୍ଭାଗ୍ୟବଶତଃ ଏଭଳି ପରିସ୍ଥିତିରେ ମୁଁ ଘରକୁ ଫେରିବାକୁ ଚିନ୍ତା କରିଛି। କ୍ରିକେଟଠାରୁ ଜୀବନ ଗୁରୁତ୍ୱପୂର୍ଣ୍ଣ। ଲାହୋର କ୍ୱାଲାଣ୍ଡର୍ସ ଦଳ ଫାଇନାଲରେ ଖେଳିବ ମୋର ପୂରା ଭରସା ଅଛି। ପିଏସଏଲ ଜଡ଼ିତ ସମସ୍ତଙ୍କୁ ଧନ୍ୟବାଦ ବୋଲି ଲିନ ଇନ୍‌ଷ୍ଟାଗ୍ରାମରେ ଲେଖିଛନ୍ତି। ତାଙ୍କ ପୂର୍ବରୁ ଆଲେକ୍ସ ହେଲ୍ସ, ଜାସନ ରୟ, ଜେମ୍ସ ଭିନ୍ସ, କାର୍ଲୋସ ବ୍ରାଥଓ୍ବେଟଙ୍କ ଭଳି ଖେଳାଳି ଓହରି ଯାଇଛନ୍ତି। ଅଷ୍ଟ୍ରେଲିଆରେ ପହଞ୍ଚତ୍ବା ପରେ ସରକାରଙ୍କ ନିାର୍ଦ୍ଦଶ ଅନୁଯାୟୀ, ଲିନଙ୍କୁ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିବ। ରବିବାର ଲିନ ୫୨ ବଲରୁ ଅପରାଜିତ ଶତକ ହାସଲ କରି କ୍ୱାଲାଣ୍ଡର୍ସ ଦଳ ପ୍ରଥମ ଥର ପାଇଁ ସେମିଫାଇନାଲରେ ପ୍ରବେଶ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri