Posted inଖେଳ

ପିଏସ୍‌ଏ ବିଶ୍ୱ ଚାମ୍ପିୟନଶିପ୍‌ ଘୋଷାଲ ପ୍ରି-କ୍ୱାର୍ଟରରେ

ଦୋହା, ୧୧ା୧୧ (ପି.ଟି.)- ଭାରତର ସୌରଭ ଘୋଷାଲ ଏଠାରେ ଚାଲିଥିବା ପିଏସ୍‌ଏ ପୁରୁଷ ବିଶ୍ୱ ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଛନ୍ତି। ସେ ଫ୍ରାନ୍ସର ଲୁକାସ ସେରମିଙ୍କୁ ୧୧-୮, ୧୧-୫, ୧୧-୫ରେ ହରାଇ ଦେଇଛନ୍ତି। ଭାରତର ନମ୍ବର ଓ୍ବାନ ଖେଳାଳି ଘୋଷାଲ ଏପର୍ଯ୍ୟନ୍ତ ତାଙ୍କ କ୍ୟାରିୟରରେ ଫ୍ରେଞ୍ଚ୍‌ ଖେଳାଳିଙ୍କ ବିପକ୍ଷରେ ମାତ୍ର ୨ଥର ଖେଳିିଛନ୍ତି। ପୂର୍ବରୁ ଗତ ଫେବୃୟାରୀରେ ଚିକାଗୋଠାରେ ଅନୁଷ୍ଠିତ ପିଏସ୍‌ଏ ବିଶ୍ୱ ଚାମ୍ପିୟନଶିପ୍‌ର ଦ୍ୱିତୀୟ ରାଉଣ୍ଡରେ ଦୁଇ ଖେଳାଳି ପରସ୍ପରକୁ ଭେଟିଥିଲେ। ମଙ୍ଗଳବାର ପ୍ରି-କ୍ୱାର୍ଟରରେ ଘୋଷାଲ ବିଶ୍ୱର ୨ ନମ୍ବର ଖେଳାଳି ତଥା ଇଜିପ୍ଟର ମହମ୍ମଦ ଏଲ୍‌ ଶୋର୍‌ବାଗିଙ୍କ ସହିତ ମୁକାବିଲା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଧନୀ-ଦରିଦ୍ର ରାଷ୍ଟ୍ର ମଧ୍ୟରେ ବଢୁଛି ବ୍ୟବଧାନ: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ଜାତିସଂଘ,୧୨ା୪:ଧନୀ ଓ ଦରିଦ୍ର ଦେଶଗୁଡ଼ିକ ମଧ୍ୟରେ ବ୍ୟବଧାନ ଅଧିକ ପ୍ରଶସ୍ତ ହେଉଥିବା ଜାତିସଂଘ ରିପୋର୍ଟରୁ ଜଣାପଡ଼ିଛି। ବ୍ୟବଧାନ କମାଇବା ଦିଗରେ କାର୍ଯ୍ୟ କରିବା ପାଇଁ ବୃହତ୍‌ ବୈଶ୍ୱିକ…

ଆରମ୍ଭ ହେଲା ପାକିସ୍ତାନର ଖରାପ ସମୟ, ଇସଲାମାବାଦରେ ମାଡ଼ ହେବ ମିଶାଇଲ!

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧବିରତି ଆଲୋଚନା ଭାଙ୍ଗିବା କେବଳ ପଶ୍ଚିମ ଏସିଆରେ କ୍ଷେପଣାସ୍ତ୍ର ଏବଂ ବୋମା ଆକ୍ରମଣ ପୁନରାବୃତ୍ତିର…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri