Posted inଜାତୀୟ

ପିଓକେରେ ୧୫ ଆତଙ୍କବାଦୀଙ୍କ ସହ ଦେଖିବାକୁ ମିଳିଲେ ମସୁଦ ଅଜହରଙ୍କ ଭାଇ

ନୂଆଦିଲ୍ଲୀ,୩।୮: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଙ୍ଗଠନର ମୁଖ୍ୟ ମସୁଦ ଅଜହରଙ୍କ ଭାଇ ଇବ୍ରାହିମ୍‌ ଅଜହରଙ୍କ ଅନୁପସ୍ଥିତିକୁ ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି। ସୂଚନା ଅନୁଯାୟୀ ଇବ୍ରାହିମଙ୍କ ସହ ଅନ୍ୟ ୧୫ ତାଲିମପ୍ରାପ୍ତ ଆତଙ୍କବାଦୀ ମଧ୍ୟ ରହିଥିଲେ। ଏହି ସମସ୍ତ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀରରେ ପ୍ରବେଶ ପାଇଁ ପ୍ରଶିକ୍ଷଣ ଦିଆଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଯୋଜନା ଜାଣିବା ପରେ ଶୁକ୍ରବାର ଅମରନାଥ ଯାତ୍ରାକୁ ବନ୍ଦ କରି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri