Posted inଜାତୀୟ

ପିଓକେ ଭାରତର ଅଂଶ : ସେନା ମୁଖ୍ୟ

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ସେନା ମୁଖ୍ୟ ବିପିନ ରାଓ୍ବତ ଶୁକ୍ରବାର କହିଛନ୍ତି ପାକ୍‌ ଅଧିକୃତ କଶ୍ମୀର(ପିଓକେ) ଓ ଗିଲଗିଟ ବାଲତିସ୍ତାନ ଭାରତର ଅଂଶ। ଏହାକୁ ପାକିସ୍ତାନ ଆତଙ୍କବାଦୀ ଜବରଦସ୍ତ ମାଡି ବସିଛନ୍ତି। ଏହା ଖୁବ୍‌ଶୀଘ୍ର ଜମ୍ମୁ-କଶ୍ମୀରରେ ମିଶିବ ବୋଲି ସେ କହିଛନ୍ତି। ଯେତେବେଳେ ଜମ୍ମୁ-କଶ୍ମୀର ପୂର୍ଣ୍ଣ ରାଜ୍ୟ ବୋଲି କୁହାଯାଉଛି ସେତେବେଳେ ଏହାସହ ପିଓକେ ଓ ଗିଲଗିଟ ବାଲତିସ୍ତାନ ରହିଛି ବୋଲି ସେ ମତବ୍ୟକ୍ତ କରିଛନ୍ତି। ଯାହାକୁ ପାକିସ୍ତାନ ଅଧିକୃତ କରିଛି ତାହା ପାକିସ୍ତାନର ନୁହେଁ। ଏହା କେବଳ ପାକସ୍ତାନ ଆତଙ୍କବାଦୀଙ୍କ ଅଧିନରେ ଥିବା ଏକ ଅଞ୍ଚଳ। ସେ ଆହୁରି ମଧ୍ୟ କଥା ଦେଇଛନ୍ତି ଚଳିତ ବର୍ଷ ଶେଷ ସୁଦ୍ଧା ବିଶ୍ୱର ସବୁଠାରୁ ଭଲ ରାଇଫଲ, ଆମେରିକାର ସିଗ ସୌଏର ରାଇଫଲ ସେନାଙ୍କ ପାଇଁ ଉବଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri