ପିକଅପ୍‌ ଭ୍ୟାନ-ଅଟୋ ମୁହାଁମୁହିଁ, ଗର୍ଭବତୀଙ୍କ ସହ ୪ ଗୁରୁତର

ଧରାକୋଟ,୨୪ା୪ (ଡି.ଏନ.ଏ.)- ଧରାକୋଟ ଥାନା ଗଡ଼ଦାମୋଦରପୁରପଲ୍ଲୀସ୍ଥିତ ଜାତୀୟ ରାଜପଥ ନଂ.୫୯ରେ ଶୁକ୍ରବାର ମଧ୍ୟାହ୍ନରେ ପିକଅପ୍‌ ଭ୍ୟାନ ଓ ଅଟୋ ମୁହାଁମୁହିଁ ଧକ୍କାରେ ଜଣେ ଗର୍ଭବତୀଙ୍କ ସମେତ ୪ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ହୀରା ନାୟକ, ଝୁମୁରି ନାୟକ, ପିଙ୍କି ନାଇକ ଓ ଅଟୋ ଚାଳକ ଜଗା ନାୟକ। ଅଟୋ(ନଂ.ଓଡି୩୨ଇ୪୬୪୨)ରେ ସୋରଡାରୁ ଗର୍ଭବତୀ ହୀରାଙ୍କୁ ଝୁମୁରି ଓ ପିଙ୍କି ଅଟୋ ଯୋଗେ ଆସିକା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଉଥିଲେ। ଗଡଦାମୋଦରପୁରପଲ୍ଲୀଠାରେ ବ୍ରହ୍ମପୁରରୁ ଦାରିଙ୍ଗିବାଡ଼ି ଅଭିମୁଖେ ସାର ବୋଝେଇ କରି ଯାଉଥିବା ପିକଅପ୍‌ ଭ୍ୟାନ (ନଂ.ଓଡି୦୭ଏସି-୦୭୮୧) ସହ ଅଟୋର ମୁହଁାମୁହିଁ ଧକ୍କା ହୋଇଥିଲା। ଧରାକୋଟ ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚତ୍ ଆହତଙ୍କୁ ଧରାକୋଟ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ପ୍ରାଥମିକ ଚିିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ସମସ୍ତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?