ପିଜିଏଲ୍‌ ହୋଣ୍ଡାରେ ‘ହୋଣ୍ଡା ସିବିଆର୍‌ ୬୫୦ ଆର୍‌’ର ଡେଲିଭରି

ଭୁବନେଶ୍ୱର,୧।୬: ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ପକ୍ଷରୁ ବଜାରକୁ ଆସିଥିବା ନୂଆ ‘ହୋଣ୍ଡା ସିବିଆର୍‌ ୬୫୦ ଆର୍‌’ର ସ୍ଥାନୀୟ ପିଜିଏଲ୍‌ ହୋଣ୍ଡାଠାରେ ଡେଲିଭରି ପ୍ରଦାନ କରାଯାଇଛି। ଯାନଟିର ଏକ୍ସଶୋ’ରୁମ ବଜାର ଦର ୭.୭୦ ଲକ୍ଷ ଟଙ୍କା ରହିଛି। ରାଜ୍ୟର ଏକମାତ୍ର ଶୋ’ରୁମ ଭାବେ ଏହା ପିଜିଏଲ ହୋଣ୍ଡାରେ ଉପଲବ୍ଧ। ଶୋ’ରୁମରେ ଏହି ମଡେଲକୁ ଭଦ୍ରକର ତାପସ କୁମାର ରାଣା ଏବଂ ରାଉରକେଲାର ସୌମ୍ୟ ରଞ୍ଜନ ଦାସଙ୍କୁ ଡେଲିଭରି ଦିଆଯାଇଛି। କାର୍ଯ୍ୟକ୍ରମ ଅବସରରେ ପିଜିଏଲ୍‌ ହୋଣ୍ଡାର ଏମ୍‌ଡି କମଲ କୁମାର ଅଗ୍ରଓ୍ବାଲ, କମ୍ପାନୀର ସର୍ଭିସ ଏରିଆ ମ୍ୟାନେଜର ବିକାଶ ଗୁପ୍ତା, ସିଆର୍‌ଏମ୍‌ ମ୍ୟାନେଜର ସୋମେନ ସନ୍‌, ହୋଣ୍ଡା ଏରିଆ ମ୍ୟାନେଜର ରଜନୀଶ ଜଶଓ୍ବାଲ, ପିଜିଏଲ ହୋଣ୍ଡା ଜିଏମ୍‌ କୃଷ୍ଣ ଚନ୍ଦ୍ର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ।…

ମା’ଙ୍କୁ ନେଇ ହସ୍ପିଟାଲ ଯାଉଥିବା ବେଳେ ଜଳିଗଲା କାର୍; ୪ ଜୀବନ୍ତ ଦଗ୍ଧ, ଜିଲା ପରିଷଦ…

ଜୟପୁର,୨୮ା୫:  ରାଜସ୍ଥାନର ଆଜମେର ଜିଲାର ବୋରାଡା ପୋଲିସ ଷ୍ଟେସନ ଅଞ୍ଚଳର ଶ୍ରୀରାମପୁରା ଗାଁରେ ଗୁରୁବାର ସକାଳେ ଏକ ହୃଦୟ ବିଦାରକ ଦୁଃଖଦ ଘଟଣା ଘଟିଛି । ହଠାତ୍…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

ବିଜୁଳି ଚୋରି ଧରିବାକୁ ଯାଇଥିବା JEଙ୍କ ଉପରକୁ ମରଣାନ୍ତକ ଆକ୍ରମଣ; ପ୍ରଥମେ ଲାତ ଗୋଇଠା ମାରିଲେ, ପରେ ପୋଷା କୁକୁର ଛାଡିଦେଲେ

ଲକ୍ଷ୍ନୌ,୨୮।୫: ବିଦ୍ୟୁତ୍ ବିଭାଗ ବର୍ତ୍ତମାନ ସାରା ଦେଶରେ ବିଦ୍ୟୁତ୍ ଚୋରମାନଙ୍କୁ ଦମନ କରିବା ପାଇଁ ଏକ ଅଭିଯାନ ଚଳାଇଛି। ଏହି ଅଭିଯାନ ସମୟରେ, ବୁଧବାର ସନ୍ଧ୍ୟାରେ LESA…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ବୈଭବ ସୂର୍ଯ୍ୟବଂଶୀ ନଂ-୧, ଟପ୍‌-୫ ଦୌଡ଼ରୁ ବାହାରିଲେ କୋହଲି, ଓରେଞ୍ଜ କ୍ୟାପ କବ୍‌ଜା କରିନେଲେ…

ନୂଆଦିଲ୍ଲୀ, ୨୮।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଶେଷ ହେବାକୁ ଯାଉଛି। ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ ପହଞ୍ଚିଛି, ଏବଂ ଦ୍ୱିତୀୟ ଫାଇନାଲିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri