ଇସଲାମବାଦ,୨୭।୭: ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଉପରେ କଟକଣା ଜାରି କରି ପୋଲିସ ଇସଲାମାବାଦରେ ପିଟିଆଇ ଦଳର ନେତା ଜୁଲଫି ବୁଖାରୀଙ୍କ ବାସଭବନକୁ ଚଢାଉ କରିଛି।ଚଢାଉ କରିବା ପରେ ତାଙ୍କ ବାସଭବନକୁ ସିଲ କରାଯାଇଛି। ଏପର୍ଯ୍ୟନ୍ତ କାହାକୁ ଗିରଫ କରାଯାଇ ନାହିଁ। ଚଢାଉ ସମୟରେ ବୁଖାରୀ ତାଙ୍କ ବାସଭବନରେ ଉପସ୍ଥିତ ନ ଥିବା ଜଣାପଡିଛି।
Posted inHome, Home Middle, ଅନ୍ତର୍ଜାତୀୟ View All
ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?
ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…
ପ୍ରଥମେ ୫୦% ଟାରିଫ୍ ଧମକ, ଆଉ ଏବେ… ଇରାନ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ନୂଆ ରଣନୀତି
ଓ୍ବାଶିଂଟନ୍,୧୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବର୍ତ୍ତମାନ ବୃଦ୍ଧି ପାଉଥିବାବେଳେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଏକ କ୍ଷେତ୍ରରେ ଚାଇନା ସହିତ ଏକ ନୂତନ…
ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….
ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…
ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର
ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…
ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ
ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…
କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ
କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…
ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…
ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…
ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି
ଖଜୁରିରେ ଫାଇବର୍, କ୍ୟାଲ୍ସିୟମ୍ ଏବଂ ମ୍ୟାଗ୍ନେସିୟମ୍ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…
Archives

