Posted inଜାତୀୟ

‘ପିଡି’ ସହ ଏବେ ସମୟ ବିତାଉଛନ୍ତି ରାହୁଲ

ନୂଆଦିଲ୍ଲୀ, ୨୯।୫: ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଏବେ ଗଣମାଧ୍ୟମ ଏବଂ ସୋସିଆଲ ମିଡିଆଠାରୁ ନିଜକୁ ଯଥେଷ୍ଟ ଦୂରେଇ ରଖୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ପରାଜୟ ଗ୍ଲାନିକୁ ଭୁଲିବା ପାଇଁ ନିଜ ପୋଷା କୁକୁର ‘ପିଡି’ ସହ ସମୟ କାଟୁଛନ୍ତି। ନିକଟରେ ତାଙ୍କୁ ଦିଲ୍ଲୀର ଏକ ରାସ୍ତାରେ କାର୍‌ରେ ଯାଉଥିବାର ଦେଖାଯାଇଥିଲା। ରାହୁଲ ନିଜେ କାର ଡ୍ରାଇଭିଂ କରୁଥିଲାବେଳେ ପଛରେ ବସିଥିଲା ପିଡି। ସୂଚନାଯୋଗ୍ୟ, ଲୋକ ସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ରାହୁଲ ନିଜକୁ ଦାୟୀ କରି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାକୁ ଅଡି ବସିଥିଲେ। କିନ୍ତୁ କଂଗ୍ରେସ ଓ୍ବାର୍କିଂ କମିଟି ତାଙ୍କ ଇସ୍ତଫାକୁ ଗ୍ରହଣ କରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜେଏମଏମରୁ ଇସ୍ତଫା ଦେଲେ ହେମନ୍ତ ସୋରେନଙ୍କ ଭାଉଜ

ରାଞ୍ଚି,୧୯।୩: ଝାଡ଼ଖଣ୍ଡ ମକ୍ତି ମୋର୍ଚ୍ଚା (ଜେଏମଏମ) ବିଧାୟକ ସୀତା ସୋରେନ ଦଳର ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ନିକଟରେ ନୋଟ ବଦଳରେ ଭୋଟ ମାମଲାରେ ସୀତା ସୋରେନଙ୍କ...

ଭାଜପାର ନୂଆ ଗେମ୍‌ ପ୍ଲାନ୍‌: ଏଥର ଏକତରଫା ହେବ ନିର୍ବାଚନ!

ନୂଆଦିଲ୍ଲୀ,୧୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ର ରାଜନୀତିରେ ଭାଜପା ନୂତନ ଗେମ୍‌ ପ୍ଲାନ। ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ମୁଖ୍ୟ ରାଜ ଠାକରେ ମଙ୍ଗଳବାର...

ଆଜି ଆସିପାରେ ଭାଜପାର ତୃତୀୟ ଲିଷ୍ଟ୍‌: ଏହିସବୁ ହେଭିଓ୍ବେଟ୍‌ଙ୍କୁ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୩: ଭାରତୀୟ ଜନତା ପାର୍ଟିର କୋର କମିଟିର ବୈଠକରେ ଉତ୍ତରପ୍ରଦେଶର ଅବଶିଷ୍ଟ ୨୫ଟି ଆସନ ପାଇଁ ପ୍ରାର୍ଥୀ ଚୟନ ଉପରେ ଆଲୋଚନା କରାଯାଇଥିଲା। ସୂଚନାନୁସାରେ, ବାରବାଙ୍କି...

ଯେଉଁଠାରେ କେବେ ଚାଲିନାହିଁ ମୋଦି ମ୍ୟାଜିକ୍‌, ଏଥର ସେଠାରେ ବଦଳିବ ଇତିହାସ, ଜାଣନ୍ତୁ କ’ଣ କହୁଛି ସର୍ଭେ ଫଳାଫଳ

ନୂଆଦିଲ୍ଲୀ,୧୯।୩: ଲୋକ ସଭା ନିର୍ବାଚନର ତାରିଖ ଘୋଷଣା ହୋଇସାରିଛି। ଗତଥର ପରି ଏଥର ମଧ୍ୟ ସାତୋଟି ପର୍ଯ୍ୟାୟରେ ଭୋଟ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ପାଇଁ...

ନିର୍ବାଚନ ଲଢିବେ କଙ୍ଗନା, ଏହି ଆସନରୁ ଟିକେଟ୍‌ ଦେଇପାରେ ଭାଜପା

ନୂଆଦିଲ୍ଲୀ,୧୯।୩: ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ତାଙ୍କ ବୟାନକୁ ଯୋଗୁ ସବୁବେଳେ ହେଡଲାଇନରେ ରହିଥାନ୍ତି। ଅଭିନେତ୍ରୀ ପ୍ରତ୍ୟେକ ପ୍ରସଙ୍ଗରେ ନିଜର ମତ ବ୍ୟକ୍ତ କରନ୍ତି ଏବଂ...

ମୋଦି କ୍ୟାବିନେଟରୁ ଇସ୍ତଫା ଦେଲେ ପଶୁପତି ପାରସ, କହିଲେ ଆମ ସହ ଅନ୍ୟାୟ ହୋଇଛି

ନୂଆଦିଲ୍ଲୀ,୧୯।୩: ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ)ରେ ଆସନ ଭାଗବଣ୍ଟାରେ ଅସନ୍ତୋଷ ଥିବା ଜନ ଜନଶକ୍ତି ପାର୍ଟି (ଏଲଜେପି) ଅଧ୍ୟକ୍ଷ ପଶୁପତି ପାରସ ମୋଦି କ୍ୟାବିନେଟରୁ ଇସ୍ତଫା...

ପୋଲିସକୁ ବଡ଼ ସଫଳତା: ଟଳିପଡିଲେ ୪ ନକ୍ସଲ

ମୁମ୍ବାଇ,୧୯।୩: ମହାରାଷ୍ଟ୍ରର ଗାଡଚିରୋଲିରେ ନକ୍ସଲମାନଙ୍କ ସହ ହୋଇଥିବା ଏନକାଉଣ୍ଟରରେ ପୋଲିସ ବଡ଼ ସଫଳତା ହାସଲ କରିଛି। ଏହି ଏନକାଉଣ୍ଟରରେ ସି୬୦ କମାଣ୍ଡୋଙ୍କ ଗୁଳିରେ ୪ ଜଣ...

ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ଭାଜପା: ପିଏମକେ-ଭାଜପା ଆସନ ବୂଝାମଣା ଶେଷ

ଚେନ୍ନାଇ,୧୯।୩: ଲୋକ ସଭା ନିର୍ବାଚନ ପାଇଁ ତାମିଲନାଡୁ ପଟ୍ଟାଲି ମକ୍କାଲ କାଟ୍‌ଚି (ପିଏମକେ) ଭାଜପା ସହ ମେଣ୍ଟ କରିବାକୁ ଘୋଷଣା କରିଛି। ଏହି ଘୋଷଣାର ଗୋଟିଏ...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri