ପିପିଇ କିଟ୍‌ ଅଭାବରୁ କରୋନା ସଂକ୍ରମଣରେ ୪୨ ଡାକ୍ତର ମୃତ!

ଇସ୍‌ଲାମାବାଦ,୨୩।୬: କରୋନା ମହାମାରୀ ସାରା ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ପାକିସ୍ତାନର ସ୍ଥିତି ମଧ୍ୟ ଉଦ୍‌ବେଗଜନକ ରହିଛି। ମିଳିଥିବା ଖବରରୁ ଜଣାପଡିଛି କି ପାକିସ୍ତାନରେ କରୋନାର ଆଗଧାଡିର ଯୋଦ୍ଧା ସାଜିଥିବା ସ୍ବାସ୍ଥ୍ୟକର୍ମୀ ଓ ଡାକ୍ତରଙ୍କୁ ମଧ୍ୟ ଏଥିରୁ ନିସ୍ତାର ମିଳୁନାହିଁ। କୁହାଯାଉଛି କି ପିପିଇ କିଟ୍‌, ମାସ୍କ ଆଦି ଉପକରଣ ନ ମିଳିବାରୁ ସେଠାରେ ୬୫ ସ୍ବାସ୍ଥ୍ୟକର୍ମୀଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହେଲାଣି। ଏମାନଙ୍କ ମଧ୍ୟରୁ କେବଳ ୪୨ ଜଣ ଡାକ୍ତର ରହିଛନ୍ତି। ଏମାନଙ୍କ ମଧ୍ୟରୁ ୩୦ ଜଣ ପଞ୍ଜାବ ଅଞ୍ଚଳର ହୋଇଥିବା ଜଣାପଡିଛି। ଅନ୍ୟପଟେ ୟୁନାଇଟେଡ ନେଶନ୍ସ ଡେଭଲପମେଣ୍ଟ ପ୍ରୋଗ୍ରାମ(ୟୁଏନ୍‌ଡିପି) କହିଛି କୋଭିଡ-୧୯ ସହ ଲଢିବାକୁ ପାକିସ୍ତାନ ସମ୍ପୂର୍ଣ୍ଣ ରୂପେ ଫେଲ୍‌ ମାରିଛି। ଶୁଣିବାକୁ ମିଳିଛି କି ପାକିସ୍ତାନରେ ଏବେ ପାଖାପାଖି ୫,୦୦୦ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ କରୋନାରେ ପୀଡ଼ିତ ଅଛନ୍ତି। ଅନ୍ୟପଟେ ପାକିସ୍ତାନ ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଏବେ ସେଠାରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ରହିଛି ୧,୮୧,୦୮୮। ଏମାନଙ୍କ ମଧ୍ୟରୁ ୩,୫୯୦ ଜଣଙ୍କ ମୃତ୍ୟୁ ହୋଇସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

DA Hike Alert: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ୨୮ ଅକ୍ଟୋବରରେ ଡିଏ ଘୋଷଣା! କେତେ ବଢ଼ିବ ଦରମା?

ନୂଆଦିଲ୍‌ଲୀ,୨୫।୧୦:କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଅପେକ୍ଷା ଆହୁରି ଲମ୍ୱା ହେବାରେ ଲାଗିଛି। ଜୁଲାଇ ୨୦୨୬ ପାଇଁ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ସହାୟତା (DR) ବୃଦ୍ଧି…

କୁମାର ପୂର୍ଣ୍ଣିମାରେ ଚମକିବ ୩ ରାଶିଙ୍କ ଭାଗ୍ୟ; ହୁ ହୁ ବଢିବ ଧନ, ଯାଚିକି ଟଙ୍କା ଦେବେ ଲୋକ…

ଆଜି ୨୫ ଅକ୍ଟୋବର ୨୦୨୬ ରବିବାର ଦିନ ଶରତ ପୂର୍ଣ୍ଣିମା (କୁମାର ପୂର୍ଣ୍ଣିମା) ପଡ଼ୁଛି। ଆଜି ଶରତ ପୂର୍ଣ୍ଣିମା ଅବସରରେ ଗ୍ରହମାନଙ୍କ ସଂଯୋଗରୁ ଅନେକ ଶୁଭ ଯୋଗ…

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

ନଭେମ୍ବର ୨ରେ ଗଜକେଶରୀ ଯୋଗ: ବଢିବ ୪ ରାଶିର ଧନ, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ନୂଆଦିଲ୍ଲୀ, ୨୫।୧୦: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନଭେମ୍ବର ୨ ତାରିଖ ସକାଳେ ଚନ୍ଦ୍ରମା କର୍କଟ ରାଶିରୁ ବାହାରି ସିଂହ ରାଶିରେ ପ୍ରବେଶ କରିବେ। ସିଂହ ରାଶିରେ ପୂର୍ବରୁ…

ହାରୁଥିବା ମ୍ୟାଚକୁ ଜିତାଇବା ପରେ ତିଳକ ବର୍ମାଙ୍କ ବଡ଼ ବୟାନ, ଖୁଲାସା କରି କହିଲେ- NZ ବିପକ୍ଷରେ ଆମର ଏମିତି ଥିଲା ପ୍ଲାନ୍‌

ନୂଆଦିଲ୍ଲୀ, ୨୫।୧୦: ଚେଜ କରିବା ସମୟରେ ୨୬ଟି ବଲରେ ୬ଟି ଚୌକା ଓ ୧ଟି ଛକା ସହ ଅପରାଜିତ ୫୧ ରନର ମ୍ୟାଚ ବିଜୟୀ ପାଳି ଖେଳିଥିଲେ…

IPL ୨୦୨୭ରେ ଖେଳିବେ କି ନାହିଁ ଧୋନୀ? ଶେଷରେ ଦେଲେ ବଡ଼ ବୟାନ, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ, ୨୫।୧୦: IPL ୨୦୨୭ରେ ଖେଳିବେ କି ନାହିଁ ଏମଏସ ଧୋନୀ? ନିଜେ ନେଇପାରୁନାହାନ୍ତି ନିଷ୍ପତ୍ତି। ଧୋନୀ କହିଛନ୍ତି ଯେ ଡିସେମ୍ବର ମାସ ପୂର୍ବରୁ ସେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?