Posted inଜାତୀୟ

ପିପିଇ କିଟ୍‌ ପିନ୍ଧି ମତଦାନ ପାଇଁ ପହଞ୍ଚିଲେ କରୋନା ପଜିଟିଭ୍‌ ବିଧାୟକ

ଭୋପାଳ,୧୯।୬: ଦେଶର ୮ଟି ରାଜ୍ୟର ୧୯ଟି ଆସନ ଲାଗି ଶୁକ୍ରବାର ମତଦାନ ଜାରି ରହିଛି। ମଧ୍ୟପ୍ରଦେଶରେ ମଧ୍ୟ ୩ଟି ଆସନ ପାଇଁ ମତଦାନ ହେଉଛି। ଇତିମଧ୍ୟରେ ମଧ୍ୟପ୍ରଦେଶରୁ ଏକ ନିଆରା ଦୃଶ୍ୟ ନଜରକୁ ଆସିଛି। କଂଗ୍ରେସର ଜଣେ ବିଧାୟକ କରୋନା ଭାଇରସ୍‌ ସଂକ୍ରମଣରେ ଆକ୍ରାନ୍ତ ହୋଇଥିବା ବେଳେ ସେ ମତଦାନ ପାଇଁ ପିପିଇ କିଟ୍‌ ପିନ୍ଧି ମତଦାନ କେନ୍ଦ୍ରକୁ ପହଞ୍ଚିଥିବା ଦେଖିବାକୁ ମିଳିଛି। ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାଯୋଗ୍ୟ, କଂଗ୍ରେସ ବିଧାୟକ କୁନାଲ ଚୌଧୁରୀ ପିପିଇ କିଟ୍‌ ପିନ୍ଧି ଦ୍ୱିପ୍ରହର ୧ଟାରେ ମତଦାନ କରିବାକୁ ବିଧାନସଭା ଭବନରେ ପହଞ୍ଚିଥିଲେ। ସେଠାରେ ସେ ମତଦାନ କରିସାରି ଫେରିିବା ପରେ ସୁରକ୍ଷା ଦୃଷ୍ଟିରୁ ମତଦାନ କେନ୍ଦ୍ର ପରିସରକୁ ପୁରା ସାନିଟାଇଜ୍‌ କରାଯାଇଥିଲା। ସୂଚନା ମୁତାବକ କିଛି ଦିନ ପୂର୍ବରୁ ବିଧାୟକ କୁନାଲଙ୍କ ରିପୋର୍ଟରେ କରୋନା ପଜିଟିଭ୍‌ ବାହାରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ, ୮ ଟ୍ରେନ୍‌ ବାତିଲ କଲା SCoR

ଭୁବନେଶ୍ୱର, ୨୬ା୧୦: ବାତ୍ୟା ‘ଅର୍ଣ୍ଣବ’ ପାଇଁ ୮ଟି ଟ୍ରେନ ବାତିଲ କରାଯାଇଛି । ସେହିପରି ୨ଟି ଟ୍ରେନର ଗତିପଥ ବଦଳାଇ ଦିଆଯାଇଛି । ଏନେଇ ସାଉଥ୍‌ କୋଷ୍ଟ…

ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରଶଂସା ପୋତିପକାଇଲେ ଶୁଭେନ୍ଦୁ ଅଧିକାରୀ: କଲେ ଏମିତି ଅନୁରୋଧ

କୋଲକାତା,୨୬।୧୦: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଖୋଲାଖୋଲି ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ରେଳମନ୍ତ୍ରୀ କେବଳ କଥାରେ ନୁହେଁ, ବରଂ କାମରେ ବିଶ୍ୱାସ…

ଦୁର୍ଭାଗ୍ୟଶାଳୀ ଏହି ୩ ଭାରତୀୟ ବ୍ୟାଟର: ୧୦ ବର୍ଷ ମଧ୍ୟରେ ୩ ଥର ଘଟିଛି ଏଭଳି ଘଟଣା

ନୂଆଦିଲ୍ଲୀ,୨୬।୧୦:ଭାରତ-ଏ ଓ ନ୍ୟୁଜିଲାଣ୍ଡ-ଏ ମଧ୍ୟରେ ପ୍ରଥମ ଅନୌପଚାରିକ ଟେଷ୍ଟ ମ୍ୟାଚ ଖେଳାଯାଉଛି। ନ୍ୟୁଜିଲାଣ୍ଡ ମାଟିରେ ଚାଲିଥିବା ଏହି ମୁକାବିଲାରେ ଭାରତୀୟ ବ୍ୟାଟର ଦେବଦତ୍ତ ପଡିକଲ ଦ୍ୱିଶତକଠାରୁ ମାତ୍ର…

E100 ଇନ୍ଧନକୁ ସରକାରଙ୍କ ମଞ୍ଜୁରୀ, ଏହି ଗାଡ଼ିରେ ହେବ ବ୍ୟବହାର

ନୂଆଦିଲ୍ଲୀ,୨୬।୧୦: ଭାରତରେ ଇଥାନଲ୍‌ ମିଶ୍ରିତ ଇନ୍ଧନର ବ୍ୟବହାରକୁ ଆହୁରି ବଢ଼ାଇବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ…

ମହିଳା କର୍ମଚାରୀଙ୍କ ଏମିତି କଥା ଶୁଣି ହସିଲେ ମୋଦି: କହିଲେ, ଯୋଗୀ ଜୀଙ୍କୁ ଧନ୍ୟବାଦ ଦିଅ’, ଜାଣନ୍ତୁ କ’ଣ ଘଟିଲା

ବାରାଣସୀ,୨୬।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ବାରାଣସୀ ଗସ୍ତରେ ଯାଇ ଅରବିନ୍ଦ ଲିମିଟେଡ୍‌ର ନୂତନ ପୋଷାକ ନିର୍ମାଣ ୟୁନିଟ୍‌ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ…

ରାୟଗଡ଼ାରେ ଜନନୀ ଯନ୍ତ୍ରଣା, ମୃତ ସନ୍ତାନ ଜନ୍ମ ଦେଲେ ପ୍ରସୂତି

କାଶୀପୁର,୨୬।୧୦(ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ପୁଣି ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ୫ଦିନ ମଧ୍ୟରେ ୨ଟି ଘଟଣା ଜିଲାର ସ୍ବାସ୍ଥ୍ୟ ସେବାର ଚିତ୍ରକୁ ସ୍ପଷ୍ଟ…

୪ ହଜାର କୋଟି ଟଙ୍କାର ଫିଲ୍ମ କରିବାକୁ ଏମିତି ପନ୍ଥା ଆପଣାଇଥିଲେ ସାଇ ପଲ୍ଲବୀ: ଖୋଲିଲେ ସିକ୍ରେଟ୍‌

ନୂଆଦିଲ୍ଲୀ,୨୬।୧୦: ପାଖାପାଖି ୪ ହଜାର କୋଟି ବଜେଟ୍‌ରେ ନିର୍ମିତ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ମାତା ସୀତାଙ୍କ ଚରିତ୍ରରେ ନଜର ଆସିବେ ଅଭିନେତ୍ରୀ ସାଇ ପଲ୍ଲବୀ। ଏହି ଭୂମିକାକୁ…

ବଲାଙ୍ଗୀର ପାଇଁ ଗର୍ବ: ରଣଜୀ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି, ବିଧାୟକ କହିଲେ….

ବଲାଙ୍ଗୀର,୨୬।୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି ରଣଜୀ କ୍ରିକେଟ ଦଳରେ ସ୍ଥାନ ପାଇଛନ୍ତି । ଏହା ବଲାଙ୍ଗୀର ଜିଲା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?