ପିପିଇ ପ୍ରସ୍ତୁତ ପାଇଁ ୧୧ ସଂସ୍ଥାକୁ ଦାୟିତ୍ୱ

ନୂଆଦିଲ୍ଲୀ,୩୧। ୩: ବ୍ୟକ୍ତିଗତ ସ୍ବାସ୍ଥ୍ୟ ସୁରକ୍ଷା ଉପକରଣ ବା ପିପିଇ କିଟ୍ସ ତିଆରି କରିବା ଲାଗି ୧୧ ସଂସ୍ଥାକୁ ବଛାଯାଇଛି। ଏହି ସଂସ୍ଥାଗୁଡିକ ୨୧ ଲକ୍ଷ ପିଇଇ କିଟ୍ସ ପ୍ରସ୍ତୁତ କରିବା ନେଇ ଅର୍ଡର ଦିଆଯାଇଛି। ବର୍ତ୍ତମାନ ପ୍ରାୟ ୬ରୁ ୭ ହଜାର ପିପିଇ କିଟ୍‌ ସେମାନେ ଯୋଗାଇବା ନେଇ ସକ୍ଷମ ହେଉଛନ୍ତି। ଆଉ ସପ୍ତାହକ ମଧ୍ୟରେ ଏହା ୧୫ ହଜାରକୁ ବୃଦ୍ଧି ପାଇବ। ଅନ୍ୟ ଏକ କମ୍ପାନୀକୁ ୫ ଲକ୍ଷ ପିପିଇ କିଟ୍ସ ପ୍ରସ୍ତୁତ ଲାଗି କୁହାଯାଇଛି। ଏପ୍ରିଲ ୪ ସୁଦ୍ଧା ଲକ୍ଷ କିଟ୍ସ ଆସିଯିବ ବୋଲି ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌

ଭୁବନେଶ୍ୱର,୧୮।୪: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌ ବୁଧବାର କଟକର କ୍ୟାଣ୍ଟନମେଣ୍ଟରୋଡ୍‌ସ୍ଥିତ ଏନ୍‌ସିସି କ୍ୟାଣ୍ଟିନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି...

ଶ୍ରୀଲଙ୍କା, ୟୁଏଇକୁ ପିଆଜ ରପ୍ତାନି କରିବ ଭାରତ

ଭୁବନେଶ୍ୱର,୧୮।୪(ଅନୁରାଧା ମହାରଣା): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଏବଂ ଶ୍ରୀଲଙ୍କାକୁ ସୀମିତ ପରିମାଣରେ ପିଆଜ ରପ୍ତାନି କରିବାକୁ ଭାରତ ଅନୁମତି ଦେଇଛି। ବାଣିଜ୍ୟ ଏବଂ ଶିଳ୍ପ...

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ...

ଯୁବ ଭାରତୀୟଙ୍କ ନିକଟରେ ବିରାଟ କୋହଲିଙ୍କ ଭଳି ମାନସିକତା…, କାହିଁକି ଏମିତି କହିଲେ ଆରବିଆଇର ପୂର୍ବତନ ଗଭର୍ନର ରଘୁରାମ ରାଜନ

ନୂଆଦିଲ୍ଲୀ,୧୭।୪: ଭାରତର ପୂର୍ବତନ ରିଜର୍ଭ ବ୍ୟାଙ୍କ ଗଭର୍ନର ରଘୁରାମ ରାଜନ ଦାବି କରିଛନ୍ତି ଯେ ବହୁ ସଂଖ୍ୟକ ଯୁବ ଭାରତୀୟ ବ୍ୟବସାୟ ପ୍ରତିଷ୍ଠା କରିବାକୁ ବିଦେଶ...

ଝାରସୁଗୁଡ଼ାରେ କ୍ୟାଲ୍‌ସିୟମ ଆଲୁମିନେଟ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୭।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମାନୁଫ୍ୟାକ୍ଜରିଂ ଷ୍ଟାର୍ଟଅପ୍‌ ‘ରୁନାୟା’ର ଅତ୍ୟାଧୁନିକ କ୍ୟାଲ୍‌ସିୟମ୍‌ ଆଲୁମିନେଟ୍‌ ପ୍ଲାଣ୍ଟ ମଙ୍ଗଳବାର ଓଡ଼ିଶାର ଝାରସୁଗୁଡ଼ାଠାରେ ଉଦ୍‌ଘାଟିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri