ପିପିଲିରେ ଉପଦ୍ରବ ଘଟାଇବା ପରେ ଭୁବନେଶ୍ୱରରେ ପହଞ୍ଚିଲା ଦନ୍ତା

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ପୁରୀ ଜିଲା ପିପିଲି ଓ ବଳଙ୍ଗା ଅଞ୍ଚଳରେ ଗତ ୩ ଦିନ ଧରି ତାଣ୍ଡବ ରଚିଥିବା ଦନ୍ତା ଏବେ ଭୁବନେଶ୍ୱରରେ। ରବିବାର ରାତିରେ ପିପିଲିରୁ ଚନ୍ଦକା ଯିବା ରାସ୍ତାରେ କଳିଙ୍ଗ ବିହାରରେ ଥିବା ଏମ୍‌ସିଏଲ ଗାର୍ଡେନ ଭିତରେ ହାତୀଟି ଆଶ୍ରୟ ନେଇଛି। ଚାରିପଟେ ବନ ବିଭାଗ ତରଫରୁ କର୍ଡନ କରାଯାଇଛି। ସନ୍ଧ୍ୟା ପରେ ହାତୀକୁ ସହର ବାହାରକୁ ଘଉଡାଇବା କାମ ଆରମ୍ଭ ହେବ ବୋଲି ଜଣାପଡ଼ିଛି। ଏ ନେଇ କଳିଙ୍ଗ ବିହାର ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି ।
ପ୍ରକାଶ ଯେ, ଦନ୍ତା ହାତୀ ଉପଦ୍ରବରେ ରବିବାର ପିପିଲି ଅଞ୍ଚଳର ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri