ପିପିଲିରେ ଜାଗା କିଣି ରହୁଥିଲେ

ଅଞ୍ଜଳିଙ୍କୁ ଯୁବତୀ ପଠାଇବାରେ ବାଂଲାଦେଶରେ ଥିବା ତା’ର ଭଉଣୀ ସହଯୋଗ କରୁଥିଲେ। ବାଂଲାଦେଶରେ ଅଞ୍ଜଳି ଓ ଭଉଣୀଙ୍କ ନାଁରେ ହତ୍ୟା ମାମଲା ରହିଛି। ସେମାନେ ମଧ୍ୟ ଜେଲ୍‌ ଯାଇଛନ୍ତି। ଜେଲରୁ ବାହାରିବା ପରେ ଅଞ୍ଜଳି ସେକ୍ସ ର଼୍ୟାକେଟ ଚଳାଉଥିଲା। ଅନ୍ୟପକ୍ଷରେ ବ୍ରାଉନସୁଗାର ବେପାର କରୁଥିଲେ ଇବ୍ରାହିମ। ବ୍ରାଉନସୁଗାର ପାଇଁ ଇବ୍ରାହିମ୍‌ ବାଂଲାଦେଶ ଯାଉଥିବାବେଳେ କୌଣସି ଏକ ପରିସ୍ଥିତିରେ ଉଭୟଙ୍କ ଦେଖାସାକ୍ଷାତ ଓ ପରିଚୟ ହୋଇ ସମୟକ୍ରମେ ପ୍ରେମରେ ପରିଣତ ହୋଇଥିଲା। ପରେ ଉଭୟ ବିବାହ କରି ପିପିଲି ଅଞ୍ଚଳରେ ଏକ ଜାଗା କିଣି ଘର କରି ରହୁଥିଲେ। ନାଗରିକତା ବିଲ୍‌ ଆସିବା ପରେ ଏବେ ଅନୁପ୍ରବେଶକାରୀଙ୍କ ଉପରେ ପୋଲିସର ନଜର ପଡିଥିଲା। ଏପରି ଅନୁପ୍ରବେଶ କରିଥିବା ବାଂଲାଦେଶୀଙ୍କ ଉପରେ ଏସ୍‌ଟିଏଫ୍‌ ତୀକ୍ଷ୍ନ ନଜର ରଖିଥିବା ଜଣେ ଅଧିକାରୀ କହିଛନ୍ତି।
ଅଞ୍ଜଳି ଓ ଇବ୍ରାହିମ୍‌ଙ୍କ ଆପରାଧିକ ସାମ୍ରାଜ୍ୟର ଖୋଳତାଡ଼ କରିବ ଏସ୍‌ଟିଏଫ୍‌। ସେମାନଙ୍କ ନିକଟରୁ ଏସ୍‌ଟିଏଫ୍‌ ଏକ ଡାଏରୀ ପାଇଛି। ସେଥିରେ ଗ୍ରାହକଙ୍କ ନଁା ରହିଥିବାରୁ ସେମାନଙ୍କୁ ଧରି ଅଧିକ ତଦନ୍ତ କରିବ। ଅନ୍ୟପକ୍ଷରେ ଉଭୟଙ୍କ ବ୍ୟାଙ୍କ ଆକାଉଣ୍ଟ୍‌ ଓ ଅନ୍ୟ କାଗଜପତ୍ର ଯାଞ୍ଚ କରିବାକୁ ଏସ୍‌ଟିଏଫ୍‌ ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri