ପିପିଲି ଟୋଲ୍‌ ପ୍ଲାଜାରୁ ଟିକସ ଆଦାୟ ଆରମ୍ଭ

ପିପିଲି,୨୧ା୪ (ସ୍ବ.ପ୍ର): ରାଜ୍ୟ ସରକାର ଲକ୍‌ଡାଉନକୁ କିଛିମାତ୍ରାରେ କୋହଳ କରିଛନ୍ତି। ପୁରୀ ଜିଲା ପିପିଲି ଟୋଲ ପ୍ଲାଜା ସିଲକୁ ସୋମବାରଠାରୁ ଖୋଲା ଯାଇଛି। ଏଥିସହ କର୍ମଚାରୀମାନେ ପୂର୍ବଭଳି ଟୋଲ ପ୍ଲାଜାରେ ଟିକସ ଆଦାୟ କାର୍ଯ୍ୟ ଆରମ୍ଭ କରିଛନ୍ତି। କରୋନା ସଂକ୍ରମଣକୁ ରୋକିବା ଲାଗି ସମଗ୍ର ଦେଶରେ ଲକ୍‌ଡାଉନ ଆରମ୍ଭ ହେବାରୁ ମାର୍ଚ୍ଚ ୨୪ ମଧ୍ୟରାତ୍ରିଠାରୁ ପିପିଲି ଟୋଲ ପ୍ଲାଜାରେ ଟିକସ୍‌ ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିଲା। ଟୋଲ ପ୍ଲାଜା ସିଲ ଖୋଲାଯିବା ପରେ ଗାଡି ଚଳାଚଳ ସ୍ବାଭାବିକ ହୋଇଛି। ସାମାଜିକ ଦୂରତ୍ୱ ବଜାୟ ରଖି ଟୋଲ ପ୍ଲାଜାର ସମସ୍ତ କର୍ମଚାରୀ ହାତରେ ଗ୍ଲୋବ୍ସ, ମୁହଁରେ ମାସ୍କ ପିନ୍ଧି ଟିକସ୍‌ ଆଦାୟ କରିଥିଲେ। ସେପଟେ ଟୋଲ ପ୍ଲାଜାଠାରୁ ପ୍ରାୟ ୫୦ଫୁଟ ଦୂରରେ ଭୁବନେଶ୍ୱର ପ୍ରବେଶ ପଥକୁ ବାରିକେଡ କରାଯାଇ ଯିବା ଆସିବା କରୁଥିବା ସମସ୍ତ ଗାଡିିକୁ ପୂର୍ବଭଳି ପିପିଲି ଥାନା ପୋଲିସ କଡାକଡି ଯାଞ୍ଚ କରୁଥିବା ଆଇଆଇସି ଶରତ କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ହେଉଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri