ପିଲାକୁ ବୁଦ୍ଧିମାନ କରିବା ପାଇଁ କେତୋଟି କଥାପ୍ରତି ଧ୍ୟାନ ଦିଅନ୍ତୁ

ପିଲାର ଭବିଷ୍ୟତକୁ ନେଇ ସବୁ ମା’ବାପା ଚିନ୍ତା କରିଥାନ୍ତି। ନିଜ ପିଲାକୁ ଠିକ୍‌ ଦିଗରେ ନେବା ଏବଂ ବୁଦ୍ଧିମାନ କରିବା ପାଇଁ କୌଣସି ପ୍ରୟାସକୁ ସେମାନେ ହାତଛଡ଼ା କରି ନ ଥାନ୍ତି। ପାଠ ପଢ଼ାପ୍ରତି ପିଲାଙ୍କ ଆଗ୍ରହ ବଢ଼ାଇବା ପାଇଁ ମା’ବାପା ସବୁଠାରୁ ଅଧିକ ଯତ୍ନବାଦ ହୋଇଥାନ୍ତି। ସେମାନଙ୍କୁ ମାନସିକ ସ୍ତରରେ ସକ୍ଷମ ଏବଂ ଜ୍ଞାନୀ କରିବା ପାଇଁ ପ୍ରଥମରୁ ଚିନ୍ତା କରିବା ସହ ଉଚିତ୍‌ ପଦକ୍ଷେପ ନେବା ଆବଶ୍ୟକ। କାରଣ ଏହି ସମୟରେ ପିଲାର ମସ୍ତିଷ୍କ ବିକଷିତ ହୋଇଥାଏ।
ଜାଣିବା କେତୋଟି ଟିପ୍ସ:
ଶିଶୁ ସହ କଥା ହୁଅନ୍ତୁ: ଶିଶୁ ବା ଛୋଟ ପିଲାକୁ ଶିକ୍ଷିତ କରିବା ପାଇଁ ସେମାନଙ୍କ ସହ କଥାବର୍ତ୍ତା ହେବା ଆବଶ୍ୟକ। ଶିଶୁ ସହ କଥା ହେବା ଦ୍ୱାରା ସମ୍ପର୍କ ଶକ୍ତ ହେବା ସାଙ୍ଗକୁ ଆତ୍ମବିଶ୍ୱାସ ବୃଦ୍ଧି ପାଇଥାଏ। ତେଣୁ ଇଂଲିଶ, ହିନ୍ଦୀ ତଥା ନିଜ ଭାଷାରେ କଥା ହୁଅନ୍ତୁ।
ଘରେ ସକାରାତ୍ମକ ପରିବେଶ: ଶିଶୁ ପାଇଁ ଘରେ ଏକ ସୁନ୍ଦର ଏବଂ ସକାରାତ୍ମକ ପରିବେଶ ସୃଷ୍ଟି ହେବା ଆବଶ୍ୟକ। ଯାହାଫଳରେ ଶିଶୁର ଚିନ୍ତାଧାରା ମଧ୍ୟ ସକାରାତ୍ମକ ହେବ।
ବୟସ ଅନୁସାରେ ଖେଳଣା ଚୟନ: ଶିଶୁ ପାଇଁ ଖେଳଣା କିଣୁଥିଲେ ସେମାନଙ୍କ ବୟସ ଅନୁସାରେ ତାହା ଚୟନ କରନ୍ତୁ। କାରଣ ଖେଳଣାର ପ୍ରଭାବ ଶିଶୁର ମାନସିକ ବିକାଶ ଉପରେ ପ୍ରଭାବ ପଡ଼ିଥାଏ।
ଘରେ ପାଠ ପଢ଼ାନ୍ତୁ: ଶିଶୁ ସ୍କୁଲ ଗଲେ ପାଢ଼ ପଢ଼ିବ, ଏପରି ମାନସିକତା ଆଦୌ ହେଲେ ରଖନ୍ତୁ ନାହିଁ। ଘରେ ଖେଳିବା ସମୟରେ ମଧ୍ୟ ଶିଶୁକୁ ପାଠ ପଢ଼ାନ୍ତୁ। ଖେଳଣା ସାହାଯ୍ୟରେ ମଧ୍ୟ ଆପଣ ଶିଶୁକୁ ପାଠ ପଢ଼ାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୫୪ ବର୍ଷ ପରେ ପୂର୍ଣ୍ଣ ସୂର୍ଯ୍ୟପରାଗ: ଏହି ୩ ରାଶିର ଚମକିବ ଭାଗ୍ୟ

ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ୮ ଏପ୍ରିଲ ୨୦୨୪ରେ ପଡିବ। ହିନ୍ଦୁ ଧର୍ମରେ ସୂର୍ଯ୍ୟପରାଗକୁ ବହୁ ମାନ୍ୟତା ଦିଆଯାଏ। ଏହି ସୂର୍ଯ୍ୟପରାଗ ରେବତୀ ନକ୍ଷତ୍ର ଏବଂ...

‘ଏସ୍‌’ ନାମଧାରୀ ବ୍ୟକ୍ତିଙ୍କ ଏଭଳି ହୋଇଥାଏ ସ୍ବଭାବ, ଯେଉଁ କାମ କରନ୍ତି…

ନାମର ପ୍ରଥମ ଅକ୍ଷର ବ୍ୟକ୍ତିର ପ୍ରକୃତି ଏବଂ ବ୍ୟକ୍ତିତ୍ୱ ଉପରେ ପ୍ରଭାବ ପକାଇଥାଏ। କିଛି ଅକ୍ଷର ଏପରି ଥାଏ, ଆମ ଆଖପାଖରେ ଅନେକ ନାମ ସେଭଳି...

ଦରିଦ୍ର କରିଦିଏ ଏହି ୬ ଅଭ୍ୟାସ, ଆପଣଙ୍କର ନାହିଁ ତ? ଜାଣନ୍ତୁ କ’ଣ କହିଛନ୍ତି…

ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ...

ହୋଲି ଓ ଜୈବ ପ୍ରାକୃତିକ ରଙ୍ଗ

ଆମେ ପାଳନ କରୁଥିବା ପ୍ରମୁଖ ପର୍ବପର୍ବାଣି ମଧ୍ୟରେ ହୋଲି ଅନ୍ୟତମ। ରଙ୍ଗର ଏହି ପର୍ବ ଆମ ଦେଶରେ ବେଶ୍‌ ଜାକଜମକରେ ପାଳନ କରାଯାଏ। ଏବେ ଆମେ...

ସୁସ୍ଥ ସ୍ବାସ୍ଥ୍ୟର ଚାବିକାଠି

ସୁସ୍ଥ ରହିବାକୁ କିଏ ବା ନ ଚାହେଁ? ତେବେ ଏହା ପଛରେ ରହିଛି ଅନେକ କାରଣ। ତନ୍ମଧ୍ୟରୁ ଏକ ସହଜ ତଥା ସରଳ ଉପାୟ ହାତପାଆନ୍ତାରେ...

ବର୍ଷର ପ୍ରଥମ  ଚନ୍ଦ୍ରଗ୍ରହଣ: ହୋଲିରେ କ’ଣ ରହିବ ପ୍ରଭାବ? ଏ ସବୁ ରାଶିର ଲୋକଙ୍କ ପାଇଁ ହେବ ଶୁଭ 

୨୦୨୪ ମାର୍ଚ୍ଚ ୨୫ରେ ବର୍ଷର  ପ୍ରଥମ ଚନ୍ଦ୍ରଗ୍ରହଣ ପଡ଼ୁଛି। ତେବେ ଏହାଭାରତକୁ ଦୃଶ୍ୟମାନ ହେବ ନାହିଁ, ବା ଏହାର କୌଣସି ପ୍ରଭାବ ଦେଖାଯିବ ନାହିଁ ।...

ହୋଲି ପୂର୍ବରୁ ତୁରନ୍ତ ଘରୁ କାଢ଼ି ଦିଅନ୍ତୁ ଏସବୁ, ଧନ-ସମୃଦ୍ଧିରେ ଉପୁଜିବ ବାଧା

ଏମିତି କିଛି ଜିନିଷ ରହିଛି; ଯାହାକୁ ଘରେ ରଖିଲେ ବାସ୍ତୁଦୋଷ ଉପୁଜିବା ସହ ନକାରାତ୍ମକ ଊର୍ଜା ବଢ଼ିଥାଏ। ସେଥିପାଇଁ ଏହି ଜିନିଷଗୁଡ଼ିକୁ ତୁରନ୍ତ ଘରୁ କାଢ଼ିଦେବା...

ସଫଳ ପୁରୁଷ ନିକଟରେ ରହିଥାଏ ଏହି ୪ ଗୁଣ, ସୁଖସମୃଦ୍ଧି ପାଦ ଚୁମେ…

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନରେ ସଫଳତାର ସ୍ବାଦ ଚାଖିବା ଲାଗି ଅନେକ ଉପାୟ ବିଷୟରେ ବର୍ଣ୍ଣନା କରିଛନ୍ତି। ସେଥିରେ ସଫଳ ପୁରୁଷଙ୍କ ନିକଟରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri