Posted inଜାତୀୟ

ପିଲାଙ୍କୁ ପଢ଼ାନ୍ତି ପାଠ: ଫି ବଦଳରେ ମାସକୁ ୧୮ ଗଛ ଲଗାଇବାକୁ ଦିଅନ୍ତି ପରାମର୍ଶ

ପାଟନା,୨୭।୫: ବିହାର ବେଗୁସରାଇସ୍ଥିତ ସମସ୍ତିପୁରରେ ଜଣେ ଯୁବକ ପରିବେଶ ସଚେତନତା କାର୍ଯ୍ୟକ୍ରମ ଏକ ନିଆରା ଢ଼ଙ୍ଗରେ କରୁଛନ୍ତି। ରାଜେଶ କୁମାର ସୁମନ ନାମକ ଜଣେ ଯୁବକ ପିଲାଙ୍କୁ ପଢ଼ାନ୍ତି। ତେବେ ମାସିକ ଫି ବାବଦରେ ସେ ପିଲାଙ୍କୁ ୧୮ଟି ଗଛ ସହରର ବିଭିନ୍ନ ସ୍ଥାନରେ ଲଗାଇବାକୁ ପରାମର୍ଶ ଦେଇଥାନ୍ତି। ୨୦୦୮ଠାରୁ ସୁମନ ଏଭଳି ପ୍ରୟାସ ଜାରି ରଖିଛନ୍ତି। ଲୋକଙ୍କ ମଧ୍ୟରେ ପରିବେଶ ସଚେତନତା ସୃଷ୍ଟି କରାଇବା ଲକ୍ଷ୍ୟ ନେଇ ସେ ଏଭଳି କାର୍ଯ୍ୟ କରୁଥିବାବେଳେ ତାଙ୍କର ଏହି କାର୍ଯ୍ୟ ଏବେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri