ପିଲାଙ୍କୁ ସ୍ମାର୍ଟଫୋନ୍‌ ଦେଉଛନ୍ତି କି? ହୋଇଯାଆନ୍ତୁ ସାବଧାନ

ଛୋଟ ପିଲାଙ୍କର ବର୍ତ୍ତମାନ ପିଢ଼ି ସ୍ମାର୍ଟଫୋନ୍‌। ଟ୍ୟାବ୍‌ଲେଟ୍‌ ଏବଂ ଅନ୍ୟ ଇଣ୍ଟରନେଟ୍‌ ଯୁକ୍ତ ବୈଦ୍ୟୁତିକ ଉପକରଣ ବ୍ୟବହାର କରି ସେମାନେ ଆଗକୁ ବଢ଼ି ଚାଲିଛନ୍ତି। ଏହାକୁ ନେଇ ଅନେକ ଅଭିଭାବକ ଚିନ୍ତିତ। ନିକଟରେ ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି, ଏହି ସ୍ମାର୍ଟଫୋନ୍‌ ଏବଂ ଟ୍ୟାବ୍‌ଲେଟ୍‌ ପିଲାଙ୍କ ସ୍ମରଣ ଶକ୍ତି ହ୍ରାସ କରିବାରେ ଲାଗିଛି। ବୈଜ୍ଞାନିକଙ୍କ ଅନୁସାରେ, ପିଲାଙ୍କ ବିକାଶଶୀଳ ମସ୍ତିଷ୍କ ଉପରେ ଏହାର ଗୁରୁତର ପ୍ରଭାବ ପଡୁଛି। ନ୍ୟାଶନାଲ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହେଲ୍‌ଥର ବୈଜ୍ଞାନିକମାନେ କିଛି କିଶୋରଙ୍କ ମସ୍ତିଷ୍କରେ ସଂଜ୍ଞାନାତ୍ମକ ବିକାଶର ଗବେଷଣା କରି ଏହି ତଥ୍ୟ ହାସଲ କରିଛନ୍ତି। ଗବେଷଣାରେ ଆମେରିକାର ୯ ଏବଂ ୧୦ ବର୍ଷ ବୟସର ପ୍ରାୟ ୧୧ହଜାର ପିଲାଙ୍କୁ ସାମିଲ କରାଯାଇଥିଲା। ସେମାନଙ୍କ ମସ୍ତିଷ୍କ ସ୍କାନ୍‌ରୁ ଜଣାପଡ଼ିଛି, ସ୍କ୍ରିନ୍‌ରେ ଅଧିକ ସମୟ ବିତାଉଥିବା ପିଲାଙ୍କ ସ୍ମୃତିଶକ୍ତି ଧୀରେଧୀର କ୍ଷୀଣ ହୋଇଥାଏ। ସେମାନେ ଠିକ୍‌ରେ କୌଣସି କଥା ମନେରଖିବା କିମ୍ବା କୌଣସି ଶବ୍ଦ ମଧ୍ୟରେ ଥିବା ମହତ୍ତ୍ୱପୂର୍ଣ୍ଣ ଅନ୍ତରକୁ ବୁଝିବାରେ ଅସମର୍ଥ ଥିଲେ। ବୈଜ୍ଞାନିକଙ୍କ ମତରେ, ପିଲାଦିନ ଏଭଳି ଏକ ସମୟ, ଯେତେବେଳେ ସେମାନଙ୍କ ମସ୍ତିଷ୍କ ଧୀରେଧୀରେ ବିକାଶ ଆଡ଼କୁ ଗତିକରେ; ସେତେବେଳେ ପିଲାଙ୍କ ସ୍ମରଣଶକ୍ତି ମଜଭୁତ କରିବାକୁ ବିଭିନ୍ନ ପ୍ରକାର ପ୍ରୟାସ କରାଯାଇଥାଏ। କିନ୍ତୁ ବର୍ତ୍ତମାନ ମୋବାଇଲ୍‌ ଏବଂ ଟ୍ୟାବ୍‌ଲେଟ୍‌ରେ ଦୀର୍ଘ ସମୟ ଅପଚୟ କରିବା ଦ୍ୱାରା ବାହାର ଦୁନିଆ ବିଷୟରେ ଜାଣିବା କିମ୍ବା କୌଣସି ଘଟଣା ମନେରଖିବା ପ୍ରକ୍ରିୟାକୁ ସେମାନଙ୍କ ମସ୍ତିଷ୍କ ସହଜରେ ଗ୍ରହଣ କରିପାରୁ ନାହଁି। ଏହା ଭବିଷ୍ୟତ ପାଇଁ ଏକ ବିପଜ୍ଜନକ ସଙ୍କେତ କହିଲେ ଅତ୍ୟୁକ୍ତି ହେବ ନାହଁି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri