ପିଲାଙ୍କ ରଥଯାତ୍ରା, ନିଆରା ପରମ୍ପରା

ବରଗଡ଼ ଅଫିସ୍‌,୫।୭-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳିତ ହେଉଛି । ତେବେ ବରଗଡ଼ ନାଏକପଡ଼ାର ଶିଶୁଙ୍କ ରଥଯାତ୍ରା ପାଳନ ସମ୍ପୂର୍ଣ୍ଣ ନିଆରା । ପିଲାମାନେ ନିଜେ ରଥ ତିଆରି କରନ୍ତି। ରଥଯାତ୍ରା ବେଳେ ସେହି ରଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରଥାଋଢ଼ କରନ୍ତି। ଆଉ ରଥ ଦଉଡ଼ି ଟାଣି ମହାପ୍ରଭୁଙ୍କୁ ବଡ଼ଦାଣ୍ଡକୁ ଆଣିଥାନ୍ତି। ଏହିକ୍ରମରେ ଗୁରୁବାର ଶିଶୁମାନେ ରଥରେ ବସାଇ ଶ୍ରୀଜଗନ୍ନାଥଙ୍କୁ ସ୍ଥାନୀୟ ୟୁକୋବ୍ୟାଙ୍କ ଛକ ପର୍ଯ୍ୟନ୍ତ ଆଣିଥିଲେ। ପରମ୍ପରା ଅନୁଯାୟୀ ଶୁକ୍ରବାର ହାଟପଦାର ବଡ଼ଦାଣ୍ଡକୁ ନେବେ ।


Enter your email to get our daily news in your inbox.

All Right Reserved By Dharitri.Com

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ…

ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ଗର୍ଭବତୀ କଲେ ୬୫ ବର୍ଷୀୟ ବୃଦ୍ଧ, ଥାନାରେ ପହଞ୍ଚି ସବୁ ସତ ବଖାଣିଲେ…

ମୋହନା,୨୦।୪( ମନ୍ମଥ ମିଶ୍ର ) : ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ କଲେ ଗର୍ଭବତୀ ୬୫ ବର୍ଷୀୟ ବୃଦ୍ଧ । ଏଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି…

ମୋଦିଙ୍କ ଗସ୍ତ ପୂର୍ବରୁ ଅଘଟଣ: କାର୍ଯ୍ୟକ୍ରମ ବାତିଲ ଘୋଷଣା

ଜୟପୁର,୨୦।୪: ରାଜସ୍ଥାନର ବାଲୋତ୍ରା ଜିଲାର ପାଚପଦରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରିଫାଇନାରୀ ଉଦଘାଟନ କରିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ…

ଜନଗଣନା ସର୍ଭେ କରିବାକୁ ଯାଇଥିଲେ ଶିକ୍ଷକ, ଘେରିଗଲେ ମହୁମାଛି: ଆଉ ତା’ପରେ…

ନୂଆପଡ଼ା,୨୦ା୪ (ମକାରୁ ବେମାଲ):ଜନଗଣନା ସର୍ଭେ କାର୍ଯ୍ୟରେ ନିୟୋଜିତ ଜଣେ ଶିକ୍ଷକ ମହୁମାଛି ଆକ୍ରମଣରେ ଗୁରୁତର ହୋଇ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଆହତ ଶିକ୍ଷକ…

ଗଞ୍ଜାମରେ ଏହି ଦିନଠୁ ସ୍କୁଲ ଛୁଟି ଘୋଷଣା: ପ୍ରବଳ ଖରାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଛତ୍ରପୁର ୨୦।୪(ଦିଲ୍ଲୀପ ସାମଲ ): ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର…

ପଶ୍ଚାତାପ କରୁଛନ୍ତି ମୋଦିଙ୍କୁ ଝାଲମୁଢି ଖୁଆଇଥିବା ଦୋକାନୀ: ଦୁଃଖରେ କହିଲେ, ବଡ଼ ଭୁଲ୍‌ କରିଦେଲି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

କୋଲକାତା,୨୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ମୋଦି ଝାରଗ୍ରାମରେ ‘ଝାଲମୁଢି’ ଖାଇବା ପାଇଁ ଅଟକିଥିବାର ଫଟୋ ଏବଂ ଭିଡିଓ ଏବେ ଘୂରି ବୁଲୁଛି। କିନ୍ତୁ…

କୋର୍ଟ ପରିସରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଖଣ୍ଡାଧରି ଆତଙ୍କିତ…

ଵ୍ରହ୍ମପୁର,୨୦।୪(ସୁବାସ ଚନ୍ଦ୍ର ପାଢ଼ୀ): କୋର୍ଟ ପରିସରରେ ହାତରେ ଖଣ୍ଡା ଧରି ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଲୋକଙ୍କୁ ଗାଳିଗୁଲଜ ସହ ଭୟଭୀତ କରିବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri