ପିଲାଙ୍କ ସ୍ମରଣଶକ୍ତି କିପରି ବଢ଼ାଇବେ

କେତେଜଣ ଅଭିଭାବକଙ୍କ ଚିନ୍ତା ଥାଏ ଯେ ସେମାନଙ୍କ  ପିଲା ପଢ଼ୁଥିବା ପାଠ ଏବଂ ଲେଖିଥିବା ପାଠକୁ ସହଜରେ ମନେ ରଖିପାରେନି। ସେମାନେ ଏହାର ପଛରେ ଥିବା ସତ୍ୟତାକୁ ବୁଝିପାରନ୍ତି ନାହିଁ। ପିଲା ପଢ଼ା ହୋଇଥିବା ପାଠକୁ କିପରି ସହଜରେ ମନେରଖିବ ଏଥିପାଇଁ କିଛି ସରଳ ଉପାୟ ରହିଛି। ସେ ସମ୍ପର୍କରେ ଟିପ୍ସ…

-ସବୁ ଜିନିଷ ମନେରଖିବାକୁ ହେଲେ ତାଙ୍କୁ ମନ ଭିତରେ ସେହି ଜିନିଷ ସବୁବେଳେ ଭାବିବା ଦ୍ୱାରା ତାହା ସହଜରେ ମନେରହିଥାଏ। ପିଲା ଯାହାବି ପଢ଼ୁଛି ଆପଣ ତାକୁ ଭିଜୁଆଲ ଗେମ୍ସ,ପ୍ଲେ କାଡର୍‌ସ ଓ କିଛି ଏମିତି ଜିନିଷର ସହାୟତା ନେଇପାରିବେ। ଏହାଦ୍ୱାରା ପିଲାକୁ ଶିଖିବା ପାଇଁ ସହଜ ହେବ।
-ପିଲାକୁ ଟିଚରଙ୍କ ସହ କିପରି ମିଶି ପଢ଼ିବାକୁ ହେବ ସେ ବିଷୟରେ ତା’ମନରେ ଧାରଣା ସୃଷ୍ଟି କରନ୍ତୁ। ଏହି କଥାକୁ ପିଲାଟିକୁ ବେଶ୍‌ ସରଳ ଏବଂ ଥଣ୍ଡା ମିଜାଜ୍‌ରେ ବୁଝାନ୍ତୁ। ଯେତେବେଳେ ପିଲାକୁ ପଢ଼ାଉଛନ୍ତି ଉଚ୍ଚ ସ୍ବରରେ ଆପଣ କହିବା ସହିତ ପିଲାକୁ ମଧ୍ୟ ଉଚ୍ଚ ସ୍ବରରେ କହିବାକୁ କୁହନ୍ତୁ।
-ପିଲାକୁ ଖାଦ୍ୟ ଖୁଆଇବା ସମୟରେ ଯେପରି ଅଳ୍ପ ଅଳ୍ପ କରି ଦିଆଯାଏ ସେମିତି ପଢ଼ାଇବା ସମୟରେ ସେହି ଉପାୟ ଅବଲମ୍ବନ କରନ୍ତୁ। କାହାଣୀ କବିତା ମାଧ୍ୟମରେ ପିଲାକୁ ପାଠ ପଢ଼ାନ୍ତୁ।
-ଲେଟରକୁ ସବୁ ଅଲଗା ଅଲଗା ରଙ୍ଗ କରି ପଢ଼ାଇବା ଦ୍ୱାରା ତାହା ପିଲାଙ୍କୁ ଆକର୍ଷିତ କରିଥାଏ ଏବଂ ପଢ଼ିବା ପାଇଁ ଆଗ୍ରହ ବଢ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି...

ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଁ ବାସ୍ତୁ ଉପାୟ, ଆପଣାଇଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବିଶେଷ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ। ତା’ସହିତ ଅନେକ...

ଇଲେକ୍ଟ୍ରିକ୍‌ ସମାଗ୍ରୀ ଚକ୍‌ଚକ୍‌ କରିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ଇଲେକ୍ଟ୍ରି ସାମଗ୍ରୀ ସଫା କରିବା ସମୟରେ କେତେକ ବିଷୟ ପ୍ରତି ସ୍ବତନ୍ତ୍ର ଭାବରେ ଦୃଷ୍ଟି ଦେବାକୁ ପଡ଼ିଥାଏ। ଏହି ସମୟରେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି…...

ଖରାଦିନେ କେମିତି ନେବେ ତ୍ୱଚାର ଯତ୍ନ: ଆପଣାନ୍ତୁ ଏହି ଟିପ୍ସ

ଯଦି ଆପଣ ଖରାଦିନରେ କେଉଁଠିକି ବୁଲିବାକୁ ଯାଉଛନ୍ତି ତେବେ ସାଙ୍ଗରେ ଭଲ କ୍ଲିଞ୍ଜର,ଟୋନର,ମଶ୍ଚରାଇଜର ନେବାକୁ ଭୁଲନ୍ତୁ ନାହିଁ। ଏହାପରେ ସନ୍‌ସ୍କ୍ରିନ୍‌ ଲୋସନ୍‌ ବ୍ୟବହାର କରିପାରିବେ; ଯାହା...

ଫ୍ୟାମିଲି ଟ୍ରିପ୍‌ରେ ଯିବାକୁ ଚାହୁଁଛନ୍ତି କି? ଧ୍ୟାନରେ ରଖନ୍ତୁ ଏସବୁ କଥା

ଛୁଟି ହେଲେ ସମସ୍ତେ ବାହାର ସ୍ଥାନକୁ ବୁଲିଯିବାକୁ ପସନ୍ଦ କରନ୍ତି। ଟ୍ରିପ୍‌ ସମୟରେ କିଛି କଥାକୁ ଧ୍ୟାନରେ ନିହାତି ରଖିବା ଆବଶ୍ୟକ। ସେ ସମ୍ପର୍କରେ କିିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri