Posted inଫୁରସତ

ପିଲାଦିନ ମନେପକାଇ ଦେବ ଏହି ମୂର୍ତ୍ତି

ସିଙ୍ଗାପୁରର କାଭେନାଘ ବ୍ରିଜ୍‌। ଏହି ଐତିହାସିକ ବ୍ରିଜ୍‌ରେ ଅଛି କିଛି ଜୀବନ୍ତ ଲାଗୁଥିବା ପ୍ରତିମୂର୍ତ୍ତି। ସେଗୁଡିକୁ ଦେଖିଲେ ଲାଗେ ସତେଯେମିତି ସଚଳ ମଣିଷ ହଠାତ୍‌ ସ୍ଥାଣୁ ପାଲଟି ଯାଇଛନ୍ତି। ଏହିସବୁ ପ୍ରତିମୂର୍ତ୍ତି ମଧ୍ୟରେ ନଦୀକୁ ଗାଧୋଇବା ପାଇଁ ଲମ୍ଫ ପ୍ରଦାନ କରୁଥିବା ୫ଟି ଉଲଗ୍ନ ବାଳକଙ୍କ ମୂର୍ତ୍ତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରେ। ଯଦିଓ ଏହି ନଦୀରେ ଏବେ ଏଭଳି ଗାଧୋଇବା ମନା, ହେଲେ ପୂର୍ବରୁ ଏଠାରେ ପିଲାମାନେ ଏହିଭଳି ନଦୀରେ ଖେଳିବୁଲି ସ୍ନାନ କରୁଥିଲେ। ଆଉ ସେହି ସମୟକୁ ମନେ ପକାଇ ଦେବା ତଥା ସମସ୍ତଙ୍କ ମନରେ ପିଲାଦିନର ସ୍ମୃତି ତାଜା କରିଦେବା ପାଇଁ ଏହି ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି, ଯାହାକୁ ତିଆରି କରିଛନ୍ତି ଚୋଙ୍ଗ ଫାହ ଚିଓଙ୍ଗ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପ୍ରଥମ ରୋଜଗାର ଟଙ୍କା ବାପା-ବୋଉ ହାତକୁ ବଢାଇ ଦେବାର ସତ୍‌ ସାହସ ନ ଥିଲା: ପରେ ମୋ ପଇସାରେ ବାପାଙ୍କ ଲୋନ୍‌ କ୍ଲିଅର କରିଥିଲି

ଏତେ ବର୍ଷ ପରେ ନିଜ ପହିଲି ରୋଜଗାରର ପୁଲକ ବିଷୟରେ କିଛି ଲେଖିବାକୁ ଆରମ୍ଭ କଲା ବେଳେ ଟିକେ ଭାବପ୍ରବଣ ହୋଇ ଉଠୁଛି ମନ। ଦୃଶ୍ୟପଟ୍ଟରେ ଭାସି…

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri