ଗଞ୍ଜାମ,୧୫। ୭(ଡି.ଏନ.ଏ.)-ଗଞ୍ଜାମ ଥାନା ବଡ଼ନୋଳିଆ ନୂଆଗାଁରେ ରବିବାର ରାତି ପ୍ରାୟ ସାଢ଼େ ୮ଟାରେ ଜଣେ ବ୍ୟକ୍ତି ପିଲା ଚୋରି କରି ନେଇ ଯାଉଥିବା ବେଳେ ଗ୍ରାମବାସୀ ଧରି ନିସ୍ତୁକ ମାଡ଼ ମାରିଛନ୍ତି। ଖବର ପାଇ ଗଞ୍ଜାମ ଥାନା ଏଏସ୍ଆଇ ଶକୁନ୍ତଳା ଦେବୀ ସଦଳବଳ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କଠାରୁ ଉକ୍ତ ଯୁବକଙ୍କୁ ଉଠାଇ ଥାନାକୁ ଆଣିଥିଲେ। ପ୍ରଥମେ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର ପରେ ପୋଲିସ ଛତ୍ରପୁର ମେଡିକାଲକୁ ଚିକିତ୍ସା ପାଇଁ ନେଇଥିଲା। ଅଧିକ ଚିକିତ୍ସା ପାଇଁ ପୁଣି ଆମ୍ବୁଲାନ୍ସ ଯୋଗେ ପୋଲିସର ଟିମ୍ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ଗଞ୍ଜାମ କିମ୍ବା ଛତ୍ରପୁରରେ ଯୁବକ ଜଣଙ୍କ ମୁହଁ ଖୋଲି ନଥିଲେ। ସାମାନ୍ୟ ସୁସ୍ଥ ହେବା ପରେ ସମ୍ପୃକ୍ତ ଯୁବକଙ୍କ ଭାଷା କେହି ବୁଝି ପାରିନଥିବା ଏଏସ୍ଆଇ କହିଛନ୍ତି। ରାତିରେ ବ୍ୟକ୍ତି ଜଣଙ୍କ ଉକ୍ତ ଗଁ।ର ଗୋଟିଏ ପିଲାକୁ ନେଇ ପଳେଇ ଯାଉଥିବା ବେଳେ ଗ୍ରାମବାସୀ ତାଙ୍କୁ ଧରି ଛେଚିଥିଲେ ।
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…
ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’
ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…
ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍ରେ ତଥ୍ୟ ପ୍ରଦାନ କଲେ ନଗରପାଳ
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ
ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…
ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
Archives

