ପିଲିବନ୍ଧ ଚତୁଃପାର୍ଶ୍ୱ ସଫେଇ କଲେ ସିପାହୀ

ଛତ୍ରପୁର,୨୮।୬(ଡି.ଏନ.ଏ.)- ଛତ୍ରପୁର ଅଷ୍ଟମ ବାଟାଲିୟନ ପକ୍ଷରୁ ପିଲିବନ୍ଧ ଚତୁଃପାର୍ଶ୍ୱକୁ ସଫେଇ କରାଯାଇଛି ା ବାଟାଲିୟନ୍‌ କମାଣ୍ଡାଣ୍ଟ ଉଦୟ କୁମାର ରଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ସିପାହୀ ଓ ସଂଘର କର୍ମକର୍ତ୍ତାମାନେ ସାମିଲ ଥିଲେ ା ପିଲିବନ୍ଧର ଚତୁଃପାର୍ଶ୍ୱରେ ଥିବା ଆବର୍ଜନା ହଟାଯିବା ସହ ଅନାବନା ଗଛକାଟି ସଫା କରାଯାଇଥିଲା ା ସଫେଇ ଅଭିଯାନରେ ଡେପୁଟି କମାଣ୍ଡାଣ୍ଟ ଗୋପବନ୍ଧୁ ତ୍ରିପାଠୀ, ସୁବେଦାର ଏସ୍‌. ଏନ୍‌. ବେହେରା, ବି. ଏନ୍‌. ମଲ୍ଲିକ, ହାବିଲଦାର ଓ ସିପାହୀ ସଂଘ ସଭାପତି ପ୍ରଭାକର ବେହେରା, ସମ୍ପାଦକ ନୀଳାଦ୍ରି ନାୟକଙ୍କ ସମେତ ସିପାହିମାନେ ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri