Posted inଜାତୀୟ

ପି. ଚିଦାମ୍ବରମଙ୍କୁ ମିଳିଲାନି ଆଗୁଆ ଜାମିନ୍‌

ନୂଆଦିଲ୍ଲୀ, ୨୦।୮: ଆଇଏନଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରରଙ୍କୁ ଝଟକା ଲାଗିଛି। ଏହି ମାମଲାରେ ଦିଲ୍ଲୀ ହାଇକୋର୍ଟ ତାଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରିଦେଇଛନ୍ତି। ଫଳରେ ଯେକୌଣସି ସମୟରେ ତାଙ୍କୁ ଗିରଫ କରାଯାଇପାରେ ବୋଲି ଜଣାପଡିଛି। ଏହି ମାମଲା ଏବେ ସିବିଆଇ ଏବଂ ଇଡି ପକ୍ଷରୁ ଯାଞ୍ଚ କରାଯାଉଛି। ସୂଚନାଯୋଗ୍ୟ, ୨୦୦୭ରେ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ନେତୃତ୍ୱରେ ଚାଲିଥିବା ଉପା ସରକାର ଅଧୀନରେ ପି. ଚିଦାମ୍ବରମ ଅର୍ଥମନ୍ତ୍ରୀ ଥିବା ସମୟରେ ଏହି ଅନିୟମିତତା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri