ପି-ନୋଟ୍‌ସ ଜରିଆରେ ୮୨,୬୧୯ କୋଟି ନିବେଶ

ମୁମ୍ବାଇ,୨୪।୬: ଭାରତୀୟ ପୁଞ୍ଜି ବଜାରରେ ପାର୍ଟିସିପେଟରୀ ନୋଟ୍ସ(ପି-ନୋଟ୍ସ) ଜରିଆରେ ମେ’ ଶେଷ ସୁଦ୍ଧା ନିବେଶ ପ୍ରାୟ ୧୪୦୦ କୋଟି ଟଙ୍କା ବୃଦ୍ଧି ପାଇ ୮୨,୬୧୯ କୋଟି ଟଙ୍କାରେ ପହଞ୍ଚତ୍ୟାଇଛି। ପୂର୍ବ ମାସ ତୁଳନାରେ ଏହା ୧.୭୨% ଅଧିକ। ବିଦେଶୀ ନିବେଶକଙ୍କୁ ବିଦେଶୀ ପୋର୍ଟଫୋଲିଓ ନିବେଶକଙ୍କ ଦ୍ୱାରା ପି-ନୋଟ୍ସ ଜାରି କରାଯାଇଥାଏ। ପି-ନୋଟ୍ସ ଜରିଆରେ ବିଦେଶୀ ନିବେଶକ ଭାରତୀୟ ଷ୍ଟକ୍‌ ବଜାରରେ ସିଧାସଳଖ ପଞ୍ଜୀକରଣ ନ କରି ମଧ୍ୟ ନିବେଶ କରିପାରୁଛନ୍ତି। ଏପ୍ରିଲ ଶେଷ ସୁଦ୍ଧା ସେମାନଙ୍କ ନିବେଶ ପରିମାଣ ୮୧,୨୨୦ କୋଟି ଟଙ୍କା ଥିଲା। ପି-ନୋଟ୍ସ ଜରିଆରେ ବିଦେଶୀ ନିବେଶକମାନେ ଶେୟାରରେ ୬୧,୫୭୪ କୋଟି ଟଙ୍କା ଏବଂ ଋଣ ବା ବଣ୍ଡ୍‌ରେ ୧୯,୬୮୧ କୋଟି ଟଙ୍କା ଏବଂ ଡେରିଭେଟିବ୍ସ ବା ଭବିଷ୍ୟ କାରବାରରେ ୧୯୩ କୋଟି ଟଙ୍କା ନିବେଶ କରିଛନ୍ତି। ପି-ନୋଟ୍ସ ଜରିଆରେ ଫେବୃୟାରୀରେ ୭୩,୪୨୮ କୋଟି, ମାର୍ଚ୍ଚରେ ୭୮,୧୧୦ କୋଟି ଟଙ୍କା ନିବେଶ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବଡ଼ ଆଲର୍ଟ ଜାରି କଲା RBI, ଚିନି-ପିଆଜ ପରେ ଆହୁରି ମହଙ୍ଗା ହେବ…

ନୂଆଦିଲ୍ଲୀ, ୨୬।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୫ ଅଗଷ୍ଟ ୨୦୨୬ରେ ଜାରି କରିଥିବା ନିଜର ମାସିକ ବୁଲେଟିନ୍‌ରେ ଅଗଷ୍ଟ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ…

ଭାରତ ଠାରୁ ପାକିସ୍ତାନରେ ଏତେ ଶସ୍ତା ଚିନି! ତା’ ହେଲେ ଭାରତରେ ମହଙ୍ଗା କାହିଁକି?

ନୂଆଦିଲ୍ଲୀ, ୨୬।୮: ଚିନିକୁ ନେଇ ଭାରତ ଏବଂ ପାକିସ୍ତାନରେ ଆଜିକାଲି ସମ୍ପୂର୍ଣ୍ଣ ବିପରୀତ ଚିତ୍ର ଦେଖିବାକୁ ମିଳୁଛି। ଯେଉଁଠି ଭାରତର ଖୁଚୁରା ବଜାରରେ ଚିନିର ଦର କିଲୋଗ୍ରାମ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ପୁଣି ମହଙ୍ଗା ହେଲା ଚିନି ଦର, ଜାଣନ୍ତୁ ଏବେ କେତେ ରେଟ୍‌

ନୂଆଦିଲ୍ଲୀ, ୨୬।୮: ପର୍ବପର୍ବାଣୀ ଯେତିକି ପାଖେଇ ଆସୁଛି, ଚିନି ଦର ସେତିକି କମିବା ବଦଳରେ ବଢ଼ିବାରେ ଲାଗିଛି। ଚିନି ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri