ପୀଡ଼ିତା ନାବାଳିକାଙ୍କୁ କଟକ ସ୍ଥାନାନ୍ତର

ଭଦ୍ରକ ଅଫିସ,୧୮ା୪ : ଗ୍ରାମାଞ୍ଚଳ ଥାନା ଅଧୀନରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଉଦ୍ୟମ ମାମଲାରେ ପୀଡିତାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି l ନାବାଳିକାଙ୍କ ହୋସ  ଆସିବା ପରେ ଅତିରିକ୍ତ ଏସପି କୈଳାସ ଚନ୍ଦ୍ର ପରିଡ଼ା ବୟାନ ରେକର୍ଡ  କରିଛନ୍ତି। ନାବାଳିକା ଜଣକ ବୁଧବାର ସ୍କୁଲରୁ ଘରକୁ ଫେରୁଥିବାବେଳେ ଅଭିଯୁକ୍ତ ନିକଟସ୍ଥ ଜଙ୍ଗଲକୁ ଅପହରଣ କରି ନେଇ ସେଠାରେ ବଳାତ୍କାର କରିଥିଲେ। ନାବାଳିକା ଜଣକ ଘରେ ଜଣାଇ ଦେବ ଓ  ପୋଲିସ ଭୟରେ ଅଭିଯୁକ୍ତ ଜଣକ ନାବାଳିକାଙ୍କ ମୁହଁକୁ ପଥରରେ ଛେଚି ରକ୍ତାକ୍ତ କରି ଦେଇଥିଲେ। ସେ ସଂଜ୍ଞାହୀନ ହେବା ପରେ ମରିଯାଇଥିବା ଭାବି ତାକୁ ଛାଡ଼ି ଅଭିଯୁକ୍ତ ଜଣକ ଚାଲି ଯାଇଥିବା ପୋଲିସ ବୟାନ ରେକର୍ଡ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ…

ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ…

UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଙ୍କୁ ଗଣବଳାତ୍କାର, ତିନି ଦିନ ଧରି ବନ୍ଦୀ କରି ସାଙ୍ଗ….

ଲକ୍ଷ୍ନୌ,୨୪।୫: ଲକ୍ଷ୍ନୌରେ ଏକ ଗଣବଳାତ୍କାର ମାମଲା ସାମ୍ନାକୁ ଆସିଛି । ଦିଲ୍ଲୀରେ UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଯୁବତୀଙ୍କୁ ସାଙ୍ଗମାନେ ବଳାତ୍କାର କରିଥିବା ନେଇ…

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri