ଭଦ୍ରକ ଅଫିସ,୨୨।୧୦: ଭଦ୍ରକ ଜିଲା ଧୂଷୁରୀ ଥାନା ଅସୁରାଳି ହଂସପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅର ଶାବଳ ମାଡ଼ରେ ବାପା ଓ ଭାଇବୋହୂ ଗୁରୁତର ହୋଇଥିବା ଜଣାପଡ଼ିଛି।
ଅଭିଯୋଗ ଅନୁଯାୟୀ, ଉକ୍ତ ଗ୍ରାମର ବୃନ୍ଦାବନ କବି ଏବଂ ତାଙ୍କ ବଡ଼ପୁଅ ବିଚିତ୍ରଙ୍କ ମଧ୍ୟରେ ଅନେକ ସମୟରେ ଜମିବାଡ଼ି ବିବାଦକୁ ନେଇ ଝଗଡା ଲାଗି ରହୁଥିଲା। ଏ ନେଇ ପୂର୍ବରୁ ଅନେକ ବାର ଥାନାରେ ମାମଲା ହୋଇଥିଲା। ମଙ୍ଗଳବାର ଘର ତିଆରି କରିବାକୁ ନେଇ ବାପ ପୁଅଙ୍କ ମଧ୍ୟରେ ଏହି ଝଗଡା ଉଗ୍ରରୂପ ନେଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ବଡପୁଅ ଶାବଳରେ ବୃଦ୍ଧ ବାପା ଓ ଭାଇବୋହୂଙ୍କୁ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ଗ୍ରାମବାସୀ ସେମାନଙ୍କୁ ଉଦ୍ଧାରକରି ଭଦ୍ରକ ମେଡିକାଲରେ ଭର୍ତ୍ତି କରିଛନ୍ତି।
Posted inଅପରାଧ, ଆମ ଜିଲା ଖବର, ଭଦ୍ରକ View All
ଚେକ୍ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…
ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍ଏଫ୍ସି କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…
ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ
କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…
ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…
ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…
ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା
ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…
ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି
ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…
କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍ଆଣ୍ଡ୍ଟି କର୍ମଚାରୀଙ୍କ ମୃତ୍ୟୁ
ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…
ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ
ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…
ବିଦ୍ୟୁତ୍ କାର୍ଯ୍ୟାଳୟରେ ପଡ଼ିଲା ତାଲା
କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

