Posted inଜାତୀୟ

ପୁଅର ସ୍କୁଲ ଫି’ ଦେଇ ନ ପାରିବାରୁ ପରିବାର ଲୋକଙ୍କ ଆତ୍ମହତ୍ୟା

ଚେନ୍ନାଇ, ୧୩।୬: ତାମିଲନାଡୁର ନାଗପଟ୍ଟନମ୍‌ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବେଲିପାୟମ ଇଲାକାରେ ଜଣେ ଦମ୍ପତ୍ତି ଏବଂ ତାଙ୍କ ୧୧ବର୍ଷର ପୁଅଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୁଅର ସ୍କୁଲ ଫି’ ଦେବା ଅସମର୍ଥ ଥିବାରୁ ଦମ୍ପତ୍ତି ନିଜ ପୁଅ ସହ ମିଶି ଆତ୍ମହତ୍ୟ ଭଳି ଚରମ ପଦକ୍ଷେପ ନେଇଛନ୍ତି ବୋଲି ସମ୍ପର୍କୀୟମାନେ କହିଛନ୍ତି। ୩୫ ବର୍ଷୀୟ ସେନ୍ଥିଲ୍‌ କୁମାର ଜଣେ ବଣିଆ ଥିଲେ। କମ୍‌ ଆୟ ଯୋଗୁ ସେ ଲୋକମାନଙ୍କଠାରୁ କରଜ ଆଣିଥିଲେ। ଏହାକୁ ସୁଝିପାରି ନ ଥିଲେ। ଗତକିଛିଦିନ ହେବ ପୁଅ ସ୍କୁଲ ଫି’ ଦେବା ପାଇଁ ଟଙ୍କା ନ ଥିବା କଥା ସମ୍ପର୍କୀୟଙ୍କ ଆଗରେ କହି ଚିନ୍ତିତ ଥିଲେ। ଘଟଣାଦିନ ଦମ୍ପତ୍ତି ଏବଂ ତାଙ୍କ ପୁଅ ଖାଦ୍ୟରେ ବିଷ ମିଶାଇ ଖାଇ ଶୋଇପଡିଥିଲେ। ସେନ୍ଥିଲଙ୍କ ଜଣେ ବନ୍ଧୁ ତାଙ୍କୁ ବାରମ୍ବାର ଫୋନ କରିବାରୁ ସେ ଉଠାଇ ନ ଥିଲେ। ଫଳରେ ସେ ପୋଲିସକୁ ଜଣାଇଥିଲେ। ପରେ ପୋଲିସ ସେନ୍ଥିଲଙ୍କ ଘରେ ପହଞ୍ଚି ମୃତଦେହ ଉଦ୍ଧାର କରି ଅଦତ୍କ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି; ୪୧ ଡିଗ୍ରୀ ଟପିଲା ତାତି, ୧୮ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତାପମାତ୍ରା ୪୧ ଡିଗ୍ରୀ ଡେଇଁଥିବାବେଳେ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହରରେ ପରିଣତ…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଆଜି ଭୁବନେଶ୍ୱର ପାଳୁଛି ପ୍ରତିଷ୍ଠା ଦିବସ, ଏହି ଦିନରେ…

ଭୁବନେଶ୍ୱର,୧୩ା୪: ଆଜି ଅର୍ଥାତ୍‌ ସୋମବାର ୭୯ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ଆଜି ରାଜଧାନୀ ୭୮ ତମ ପ୍ରତିଷ୍ଠା ଦିବସ ପାଳି ୭୯ ବର୍ଷକୁ ଅଗ୍ରସର…

ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ଉଗ୍ର ପ୍ରଦର୍ଶନ, ପୋଲିସ ଉପରକୁ ପଥର ମାଡ଼

ନୋଏଡା,୧୩।୪: ନୋଏଡାର ବିଭିନ୍ନ ସେକ୍ଟରର ବିଭିନ୍ନ କମ୍ପାନୀର କର୍ମଚାରୀମାନେ ସୋମବାର ଦରମା ବୃଦ୍ଧି ଦାବିରେ ରାସ୍ତାକୁ ଓହ୍ଲାଇଥିଲେ। ଗତ ତିନିରୁ ଚାରି ଦିନ ଧରି ଚାଲିଥିବା ଏହି…

ବେପରୁଆ ବୟାନ ଦେଲେଣି ଟ୍ରମ୍ପ, ଇରାନକୁ ନେଇ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୩।୪: ଇସଲାମାବାଦରେ ଆଲୋଚନା ଭାଙ୍ଗିବା ପରେ ଡୋନାଲ୍ଡ ଟ୍ରମ୍ପ ଏକ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ଇରାନ ପରମାଣୁ ଅସ୍ତ୍ର ରଖିବା…

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ।…

ମା’ ରାମଚଣ୍ଡୀଙ୍କ ଚନ୍ଦନ ପୋଖରୀରେ ଆଣ୍ଠୁଏ ପାଣି, ମେଳାରେ ସମସ୍ୟା ଭୋଗିବେ ବ୍ୟବସାୟୀ, ଅସନ୍ତୋଷ ପ୍ରକାଶ କରି…

ମହାକାଳପଡ଼ା,୧୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରରେ ଦିନକ ପରେ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ ଆସିଲା ଏହି ବ୍ୟକ୍ତିଙ୍କର ଗୋଟିଏ ଫୋନ କଲ୍‌, ସବୁ ହୋଇଗଲା ଓଲଟପାଲଓ!

ଇସଲାମାବାଦ,୧୩।୪: ଇରାନ ଦାବି କରିଛି ଯେ ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଦ୍ୱାରା ଆମେରିକାର ଉପରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri