ନୂଆଦିଲ୍ଲୀ,୬-୭: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ୧.୦୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏହା ଅନ୍ତରୀଣ ବଜେଟରେ ୯୦,୦୦୦ କୋଟି ଟଙ୍କା ରହିଥିଲା। ଦେଶର ମୋଟ ଜିଡିପିକୁ ବାହ୍ୟ ଋଣ କ୍ଷେତ୍ରରେ ଭାରତ ସାରା ବିଶ୍ୱ ସ୍ତରରେ କମ୍ ରହିଛି। ଏହା ଘରୋଇ ବଜାରରେ ୫% ରହିଛି। ୧,୨,୫,୧୦ ଏବଂ ୨୦ ବର୍ଗରେ ନୂଆ କଏନ ବଜାରକୁ ଆସିବ ବୋଲି ବଜେଟରେ ସୂଚନା ଦିଆଯାଇଛି। ଏହା ଦ୍ୱାରା ଦୃଷ୍ଟିବାଧିତଙ୍କୁ ମୁଦ୍ରା ଚିହ୍ନଟ କରିବାରେ ସହାୟକ ହେବ। ଏହା ଶୀଘ୍ର ବଜାରକୁ ଆସିବ। ସେହିଭଳି ଚଳିତ ଆର୍ଥତ୍କ ବର୍ଷରେ ଇଣ୍ଡିଆନ ଡେଭମେଣ୍ଟାଲ ଆସିଷ୍ଟାନ୍ସ ସ୍କିମ୍ ଚଳିତ ଆର୍ଥତ୍କ ବର୍ଷ ପରିବର୍ତ୍ତିତ ରୂପରେ ଆସିବ ବୋଲି ଜଣା ପଡିଛି।
SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…
ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…
୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…
ନୂଆଦିଲ୍ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…
ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..
ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…
ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ
ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…
PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍ଲାଇନ୍ ଏବଂ ଅଫଲାଇନ୍ ଉଠାଣର ଷ୍ଟେପ୍ ବାଇ ଷ୍ଟେପ୍ ପ୍ରକ୍ରିୟା…
ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…
Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ
ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…
ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…
ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…
କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ
ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…
Archives

