ପୁଞ୍ଜି ବଜାରରେ ୧୭,୨୨୨ କୋଟିର ବିଦେଶ ନିବେଶ

ନୂଆଦିଲ୍ଲୀ,୨୫-୧୧: ଚଳିତ ମାସ ବର୍ତ୍ତମାନ ସୁଦ୍ଧା ଦେଶର ପୁଞ୍ଜି ବଜାରରେ ବିଦେଶୀ ନିବେଶକମାନେ ୧୭,୨୨୨ କୋଟି ଟଙ୍କା ନିବେଶ କରିଛନ୍ତି। ଘରୋଇ ତଥା ଅନ୍ତର୍ଜାତୀୟ ବଜାରରେ ସ୍ଥିତି ଭଲ ଥିବାରୁ ନିବେଶକଙ୍କ ମନୋଭାବ ଭଲ ରହିଛି। ଡିପୋଜିଟୋରୀ ତଥ୍ୟ ମୁତାବକ ବିଦେଶୀ ନିବେଶକମାନେ ୨୨ ନିଭେମ୍ବର ସୁଦ୍ଧା ଦେଶର ପୁଞ୍ଜି ବଜାରରେ ୧୭,୫୪୭.୫୫ କୋଟି ନିବେଶ କରିଛନ୍ତି। ଏହି ସମୟରେ ବଣ୍ଡରେ ୧୭୫.୨୭ କୋଟି ନିବେଶ ହୋଇଛି। ମୋଟ ୧୭,୭୨୨.୮୨ କୋଟି ଟଙ୍କାର ନିବେଶ ଆସିଥିବା ଜଣାପଡିଛି। ଏହା ପୂର୍ବରୁ ସେପ୍ଟେମ୍ବର ଏବଂ ଅକ୍ଟୋବର ମାସରେ ଏଫ ପିଆଇ ୬୫୫୭.୮ କୋଟି ଏବଂ ୧୬,୪୬୪.୬ କୋଟି ଟଙ୍କା ନିବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ୍‌ର ନୂଆ ସିଇଓ ଗଜାନନ ଏସ୍‌.କାଲେ

ଭୁବନେଶ୍ୱର, ୩ା୬: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟାଟା ପାଓ୍ବାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ନୂଆ ସିଇଓ ଭାବେ ଗଜାନନ…

ପେଟ୍ରୋଲ ଟେନଶନ ଶେଷ! ଜୁନ ୩ରେ ଲଞ୍ଚ୍‌ ହେବ ଦେଶର ପ୍ରଥମ ୧୦୦% ଇଥାନଲ ଚାଳିତ ବାଇକ୍‌, ଜାଣନ୍ତୁ କେତେ ରେଟ୍‌…

ନୂଆଦିଲ୍ଲୀ,୨।୬: ଯଦି ଆପଣ ପେଟ୍ରୋଲର ଆକାଶଛୁଆଁ ଦରକୁ ନେଇ ଚିନ୍ତିତ ଏବଂ ପ୍ରତିଦିନର ଯାତ୍ରା ଖର୍ଚ୍ଚ କମାଇବାକୁ ଚାହୁଁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖୁସି…

ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼, ୧୨ ଟଙ୍କା ଯାଏଁ ବଢ଼ିପାରେ ପେଟ୍ରୋଲ-ଡିଜେଲ ଦାମ! ଜାଣନ୍ତୁ ଆଜିର ରେଟ୍‌

ନୂଆଦିଲ୍‌ଲୀ,୨।୬: ଯଦି ଆପଣ ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧିରୁ ଶୀଘ୍ର ମୁକ୍ତି ପାଇବା ପାଇଁ ଆଶା କରୁଛନ୍ତି, ତେବେ ଏଠାରେ କିଛି ଚିନ୍ତାଜନକ ଖବର ଅଛି। ଗତ…

ଆଜିଠାରୁ ଲାଗୁ ହେଲା ସିଲିଣ୍ଡର ବୁକିଂ, ଡେଲିଭରିର ନୂଆ ସିଷ୍ଟମ, ଜାଣିରଖନ୍ତୁ ନଚେତ୍‌ ହେବେ ହଇରାଣ

ନୂଆଦିଲ୍ଲୀ,୧।୬: ଭାରତର ରନ୍ଧନ ଗ୍ୟାସ ଏବଂ ପାଇପ ଲାଇନ ଗ୍ୟାସ (PNG) ଗ୍ରାହକଙ୍କ ପାଇଁ ଆଜି ଏକ ନୂତନ ଡିଜିଟାଲ ଏବଂ ଆଇନଗତ ସକାଳ ଆସିଛି। କେନ୍ଦ୍ର…

କନଫର୍ମ ଟିକେଟ ଥାଇ ବି ମିଳିଲାନି ସିଟ୍‌: ଏବେ ରେଳବାଇ ଦେବ ୨୦,୦୦୦ କ୍ଷତିପୂରଣ

ନୂଆଦିଲ୍ଲୀ,୧।୬: ନିକଟରେ ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ଅଧିକାର ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ବିହାରର ଏକ ଗ୍ରାହକ ଅଦାଲତ ଏକ ଐତିହାସିକ…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri