ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ ଗୀତା ଉପହାର ଦେଇଛନ୍ତି। ଗୀତାର ନୀତିଶିକ୍ଷା ସାରା ବିଶ୍ୱରେ ଅନେକ ନିୟୁତ ଲୋକଙ୍କୁ ଅନୁପ୍ରାଣିତ କରିଥିବା ପ୍ରଧାନମନ୍ତ୍ରୀ ମୋଦି ‘X’ରେ ପୁଟିନ୍‌ଙ୍କ ସହ ଫଟୋ ପୋଷ୍ଟ କରି କ୍ୟାପ୍ସନ ଉଲ୍ଲେଖ କରିଛନ୍ତି।

ଏପରିକି ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ନାଗରିକଙ୍କୁ ମଧ୍ୟ ଏକ ବଡ଼ ଉପହାର ଦେଇଛନ୍ତି। ଭାରତ ରୁଷିଆ ନାଗରିକଙ୍କ ପାଇଁ ମାଗଣା ୩୦-ଦିନିଆ ଇ-ପର୍ଯ୍ୟଟକ ଭିସା ଏବଂ ୩୦-ଦିନିଆ ଗ୍ରୁପ ପର୍ଯ୍ୟଟନ ଭିସା ଆରମ୍ଭ କରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଭାରତ-ରୁଷିଆର ବନ୍ଧୁତା ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜର ମୁକାବିଲା କରିବା ପାଇଁ ସଶକ୍ତ କରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

US Tariff:ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ ଯାଜପୁର ନେତାଙ୍କ...

ପ୍ରମିଳାଙ୍କ ଘରେ ଏମିତି କ’ଣ ହେଲା? ନବୀନ ନିବାସ ମୁହାଁ ହେଲେ ବରିଷ୍ଠ ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୦।୧: ନବୀନ ନିବାସରେ ବଡ଼ ହଲଚଲ। ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି ପରେ ଅଚାନକ ନବୀନ ନିବାସରୁ...

ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…

ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ...

ବରଗଡ଼ରେ କଂଗ୍ରେସର ଚାଷୀ ସମାବେଶ: ଧାନବିକ୍ରି ଅବ୍ୟବସ୍ଥା ନେଇ ସରକାରଙ୍କ ବିରୋଧରେ ଗର୍ଜିଲେ…

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ):  ରାଜ୍ୟରେ ଖରିଫ୍ ଧାନବିକ୍ରି ବ୍ୟବସ୍ଥା ବାଟବଣା ହୋଇ ପଡିଛି। ଟୋକନ କଟକଣା, ଧାନ ଉଠାଣରେ ଶିଥିଳତା, କଟନୀଛଟନୀ ଆଦି ସମସ୍ୟା ଯୋଗୁ ଅନେକ...

ନୀତିନ ନବୀନ କହିଲେ ରାଜନୀତି ଲଙ୍ଗ ମାରାଥନ, ଏଠି ସ୍ପିଡ ନୁହେଁ ଷ୍ଟାମିନାର ଟେଷ୍ଟ ହୋଇଥାଏ

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ପ୍ରଥମ ଥର ପାଇଁ ଦଳୀୟ କର୍ମୀ ଏବଂ ନେତାମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ...

ମିଳିଲା କନିଷ୍ଠ କିରାଣିଙ୍କ ଝୁଲନ୍ତା ମୃତଦେହ: ବେକରେ ଗାମୁଛା ଲଗାଇ….

ବାଲେଶ୍ୱର, ୨୦।୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ କନିଷ୍ଠ କିରାଣିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ହେଲେ ସଦର...

କାକଟପୁର, ଅସ୍ତରଙ୍ଗରେ ଖୋଲିନାହିଁ ଧାନମଣ୍ଡି, ଚିନ୍ତାରେ ଚାଷୀ

କାକଟପୁର/ଅସ୍ତରଙ୍ଗ, ୨୦ା୧(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ଏବଂ କାକଟପୁର ବ୍ଲକ ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ଧାନମଣ୍ଡି ଖୋଲିନାହିଁ। ଜାନୁଆରୀ ୧୫ରୁ ୧୭ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri