Posted inଜାତୀୟ

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମେଣ୍ଢର ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୨୯।୮: ପାକିସ୍ତାନ ଗୁରୁବାର ପୂର୍ବାହ୍ନ ୧୧ଟା ୩୦ରେ ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାର ପୁଞ୍ଚ୍‌ ଜିଲାରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସ୍ଥାନୀୟ ମେଣ୍ଢର ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଭାରତୀୟ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଏହାର ଜବାବରେ ପାଲଟା ଗୁଳିଗୋଳା ମଧ୍ୟ ମାଡ଼ ହୋଇଛି। ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରି ପାକିସ୍ତାନ ଭାରତ ସୀମା ଦେଇ ଆତଙ୍କବାଦୀଙ୍କୁ କଭର ଫାୟାର ଦ୍ୱାରା ଅନୁପ୍ରବେଶ ଉଦ୍ୟମ କରୁଥିବା ଅନୁମାନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ନିୟନ୍ତ୍ରଣ ରେଖାରେ ଭାରତୀୟ ସେନା ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?