Posted inଜାତୀୟ

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ପୁଞ୍ଚ୍‌ରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ପୁଞ୍ଚ୍‌ର ଶାହପୁର ଏବଂ କରନି ସେକ୍ଟରରେ ପାକିସ୍ତାନ ମୋର୍ଟାର ଶେଲିଂ ମାଡ଼ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଲକ୍ଷ୍ୟ କରି ଭାରତୀୟ ଫରଓ୍ବାର୍ଡ ପୋଷ୍ଟ ଉପରକୁ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଏହାର ଜବାବରେ ଭାରତୀୟ ସେନା ପକ୍ଷରୁ ପାଲଟା ଗୁଳିଗୋଳା ମାଡ଼ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri