Categories: ଜାତୀୟ

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୧।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଲାଗି ରହିଛି। ଶନିବାର ସ୍ଥାନୀୟ ତଙ୍ଗଧାର ସେକ୍ଟର ଏବଂ କାଞ୍ଜଲଓ୍ବାନ୍‌ଠାରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟଗୁଡିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ ହୋଇଛି। ଏହାର ଜବାବରେ ଭାରତୀୟ ପୋଷ୍ଟଗୁଡ଼ିକରୁ ପାଲଟା ଗୁଳିଗୋଳା ମାଡ଼ କରାଯାଇଛି।

Share