Posted inଜାତୀୟ

ପୁଣି ଇଡି ଜାଲରେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୩।୧: କିଛି ଦିନର ବିରାମ ପରେ ପୁଣି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜାଲରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌। ଶୁକ୍ରବାର ଏୟାର ଇଣ୍ଡିଆ ଦ୍ୱାରା କିଣାଯାଇଥିବା ବିମାନର ଡିଲ୍‌କୁ ନେଇ ଇଡି ଦୀର୍ଘ ୬ ଘଣ୍ଟା ଧରି ଚିଦାମ୍ବରମ୍‌ଙ୍କୁ ଜେରା କରିଥିବା ଜଣାପଡ଼ିଛି। ଏହାପୂର୍ବରୁ ଗତବର୍ଷ ଅଗଷ୍ଟ ୨୩ରେ ଏୟାର ଇଣ୍ଡିଆର ୧୧୧ଟି ବିମାନର କ୍ରୟ ସମ୍ବନ୍ଧରେ ପଚରାଉଚରା ପାଇଁ ଇଡି ତାଙ୍କୁ କାର୍ଯ୍ୟାଳୟକୁ ଡକାଇଥିଲା। ହେଲେ ଅଗଷ୍ଟ୨୦ରେ ଆଇଏନ୍‌ଏକ୍ସ ମାମଲାରେ ସିବିଆଇ ତାଙ୍କୁ ଗିରଫ କରିଥିଲା। ଆଇଏନ୍‌ଏକ୍ସ ମାମଲାରେ ଏକମାସ ପୂର୍ବରୁ ତାଙ୍କୁ ତିହାର ଜେଲ୍‌ରୁ ଜାମିନ ମିଳିଛି। ତେବେ ଜାମିନ ମିଳିବା ପରେ ଚିଦାମ୍ବରମ୍‌ଙ୍କ ଏହା ପ୍ରଥମ ଜେରା।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri