ପୁଣି ଚର୍ଚ୍ଚାକୁ ଆସିଲା ‘ଦସ ବହାନେ’

ମୁମ୍ବାଇ: ୨୦୦୫ରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଦସ’ର ଗୀତ ‘ଦସ ବହାନେ କରକେ ଲେ ଗୟା ଦିଲ’ ଆଜିବି ଦର୍ଶକଙ୍କୁ ମତୁଆଲା କରେ। ଏବେ ପୁଣିଥରେ ଏହା ନୂଆ ରୂପରେ ରିଲିଜ୍‌ ହୋଇଛି। ଫିଲ୍ମ ‘ବାଗି ୩’ ପାଇଁ ଏହାର ରିମେକ୍‌ କରାଯାଇଛି। ଏଥିରେ ଟାଇଗର ଶ୍ରଫ ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏହି ଗୀତର ସଙ୍ଗୀତକାର, ଗୀତିକାର ଓ ଗାୟକଙ୍କୁ ପରିବର୍ତ୍ତନ କରାଯାଇ ନାହିଁ। ସେଥିପାଇଁ ଏହାର ଗୀତିକାର ପଞ୍ଛି ଜଲୋନବି ଏହି ରିମିକ୍ସକୁ ନେଇ ଖୁସି ପ୍ରକାଶ କରିଛନ୍ତି। ସାଧାରଣତଃ ରିମିକ୍ସ ସମୟରେ ପୂର୍ବରୁ ସଙ୍ଗୀତକାର, ଗୀତିକାର ଓ ଗାୟକ ଆଦିଙ୍କୁ ବଦଳାଇ ଦିଆଯାଇଥାଏ। ଏହାକୁ ନେଇ ପଞ୍ଛି କହିଛନ୍ତି ମୋ ପାଇଁ ଏହା ଗର୍ବର ବିଷୟ ଯେ ରିମିକ୍ସରେ ବି ମୋତେ ସୁଯୋଗ ଦିଆଯାଇଛି। ଏଥିରେ ବିଶେଷ କିଛି ପରିବର୍ତ୍ତନ କରାଯାଇ ନ ଥିଲେ ମଧ୍ୟ ଏହା ଦର୍ଶକ ତଥା ଶ୍ରୋତାଙ୍କୁ ମନୋରଞ୍ଜନ ଦେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri