ପୁଣି ଚର୍ଚ୍ଚାରେ ଅମିରଙ୍କ ଝିଅ ଇରା

ଅମିର ଖାଁଙ୍କ ଝିଅ ଇରା ଏବେ ଚର୍ଚ୍ଚାରେ। କେତେବେଳେ ଫିଲ୍ମର ନିର୍ଦ୍ଦେଶନା ଦେବାକୁ ନେଇ ତ ଆଉ କେତେବେଳେ ନିଜର ଫଟୋଶୁଟ୍‌କୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ଏବେ ତାଙ୍କର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏସବୁ ଫଟୋ ଶେୟାର କରିଛନ୍ତି। ଇରା ପ୍ରତିଥର ଭିନ୍ନ ଭିନ୍ନ ପୋଜ୍‌ରେ ଫଟୋ ଉଠାଇଛନ୍ତି।

ଏବେ ଏକ ନୂଆ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ସେ ଏକ ଗଛରେ ଲାଲ୍‌ ରଙ୍ଗର ଗାଉନ୍‌ ପିନ୍ଧି ଚଢ଼ିଥିବା ଦେଖିବାକୁ ମିଳିଛି। ଏହା ସହିତ କ୍ୟାପଶନ ମଧ୍ୟ ଲେଖିଛନ୍ତି। ସବୁବେଳେ ଗୋଟିଏ ଟ୍ରି ହାଉସ୍‌ ଚାହୁଁଛି ବୋଲି ଲେଖିଛନ୍ତି। ଏହି ଫଟୋ ଶେୟାର ପରେ ଫ୍ୟାନ୍‌ମାନେ ତାଙ୍କୁ ପ୍ରଶଂସା କରିବାରେ ଲାଗିଛନ୍ତି। କିଛି ୟୁଜର ମଧ୍ୟ ଟ୍ରୋଲ କରିଛନ୍ତି। ଗଛରୁ ଯେମିତି ପଡ଼ି ନ ଯାଅ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

୨୦୨୪ର ବ୍ୟସ୍ତତା

ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

ପାନାମାରେ ଶକ୍ତିଶାଳୀ ଭୂକମ୍ପ, ଭାଙ୍ଗିଲା ୯୦୦ରୁ ଅଧିକ ଘର

ପାନାମା ସିଟି,୧୩।୧୦: ଶୁକ୍ରବାର ପାନାମାର ଦକ୍ଷିଣ ଉପକୂଳ ନିକଟରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ, ସୋମବାର ୬ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?