CORONAVIRUS UPDATE: ପୁଣି ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ଛୁଇଁଲା

ଭୁବନେଶ୍ୱର,୫ା୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ମୃତକ ଜଣକ ଖୋର୍ଦ୍ଧା ଜିଲାର ହୋଇଥିବା ବେଳେ ତାଙ୍କ ବୟସ ୬୩ ବୋଲି ଜଣାପଡ଼ିଛି। ସେ ଡାଇବେଟିସ୍‌ ଏବଂ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ।
ସୂଚନାଯୋଗ୍ୟ, ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଥିବା ବେଳେ ୧୪୮୧ ଜଣ ସୁସ୍ଥ ହୋଇଛନ୍ତି। ୧୧୧୭ ଜଣ ଚିକିତ୍ସାଧୀନ ଅଛନ୍ତି। ୮ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?