ପୁଣି ଜୀବିତ ହୋଇ ପାରିବ ଡେଡ୍‌ ବ୍ରେନ୍‌ କୋଷିକା

ଓ୍ବାଶିଂଟନ,୨୦।୪: ଚିକିତ୍ସା ବିଜ୍ଞାନମାନେ ଏକ ନୂତନ ଜ୍ଞାନକୌଶଳ ବିକଶିତ କରିଛନ୍ତି। ଏହାଦ୍ୱାରା ଡେଡ୍‌ ବ୍ରେନ୍‌ କୋଷିକାକୁ ପୁଣି ଜୀବିତ କରାଯାଇପାରିବ। ଗବେଷକମାନେ ୪ ଘଣ୍ଟା ତଳେ ମୃତ୍ୟୁ ଘଟିଥିବା ଏକ ଘୁଷୁରିର ବ୍ରେନ୍‌ କୋଷିକାକୁ ଏକ ବିଶେଷ ପ୍ରକାର ରାସାୟନିକ ପଦାର୍ଥ ଦ୍ୱାରା ପୁଣି ଜୀବିତ କରିବାକୁ ସକ୍ଷମ ହୋଇଛନ୍ତି। ଭବିଷ୍ୟତରେ ଏହା ହାର୍ଟ ଆଟାକ୍‌ ଏବଂ ବ୍ରେନ୍‌ ଷ୍ଟ୍ରୋକ୍‌ରେ ମୃତ୍ୟୁ ଘଟୁଥିବା ବ୍ୟକ୍ତି ବିଶେଷଙ୍କ କ୍ଷେତ୍ରରେ ପ୍ରୟୋଗ କରାଯିବ। ଏହି ଜ୍ଞାନକୌଶଳ ଦ୍ୱାରା ବ୍ରେନ୍‌ ମଧ୍ୟରେ ରକ୍ତ ସଞ୍ଚାଳନ ପୁଣିଥରେ ହୋଇପାରିଛି ବୋଲି ଗବେଷକ ଦଳର ମୁଖ୍ୟ ପ୍ରଫେସର ନେନାଦ୍‌ ସେଷ୍ଟନ୍‌ ସୂଚନା ଦେଇଛନ୍ତି। ଅଧିକ ପରୀକ୍ଷାପରେ ଏହାକୁ ମଣିଷଠାରେ ପ୍ରୟୋଗ କରାଯିବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ପାକିସ୍ତାନ ମଧ୍ୟରେ ହେଲା ‘ଟେବୁଲ ତଳେ ଚୁକ୍ତି’ , ସହି ପାରିବେ ନାହିଁ ଟ୍ରମ୍ପ

ଇସଲାମାବାଦ,୨୧।୫: ପାକିସ୍ତାନର ଶାସକମାନେ ନିଜ ଦେଶକୁ ଅପମାନିତ କରିବାରେ ସମସ୍ତ ସୀମା ଅତିକ୍ରମ କରିଛନ୍ତି। ଶାହବାଜ, ମୁନିର ଏବଂ ବର୍ତ୍ତମାନ ମୋହସିନ ନକଭି ସେମାନଙ୍କର ସାଧୁତା ବିକ୍ରୟ…

Melody Toffee ପରେ ମେଲୋନିଙ୍କୁ ଆଉ ଏକ ବିଶେଷ ଉପହାର ଦେଲେ ମୋଦି

ରୋମ,୨୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ଦେଶ ଗସ୍ତ କରି ଫେରିଛନ୍ତି। ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ମୋଦି ସେ ଯେଉଁ ଦେଶ ଗସ୍ତ କରିଥିଲେ ସେହି…

ଭାରତର ଆଉ ଜଣେ ଶତ୍ରୁ ନିପାତ, ପୁଲୱାମା ଆକ୍ରମଣର ଥିଲେ ମାଷ୍ଟରମାଇଣ୍ଡ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ୧୪ ଫେବୃଆରୀ, ୨୦୧୯ରେ ପୁଲୱାମା ଆତଙ୍କବାଦୀ ଆକ୍ରମଣ ସହିତ ଜଡିତ ବୋଲି ବିଶ୍ୱାସ କରାଯାଉଥିବା ଆତଙ୍କବାଦୀ ହମଜା ବୁରହାନଙ୍କୁ ପାକ ଅଧିକୃତ କଶ୍ମୀରରେ ଗୁଳି କରି…

ଫୋନରେ କଥା ହେଉହେଉ ହଠାତ୍ ଟ୍ରମ୍ପଙ୍କ ଉପରେ ରାଗିଗଲେ ନେତାନ୍ୟାହୁ, କହିଦେଲେ ଏହି ବଡ଼ କଥା

ଓ୍ବାଶିଂଟନ,୨୧।୫: ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷର ଭବିଷ୍ୟତ ରଣନୀତି ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ମଧ୍ୟରେ ଟେଲିଫୋନ୍ ଆଲୋଚନା…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ: ପଠାଇଲେ ଯୁଦ୍ଧଜାହଜ

ଓ୍ବାଶିଂଟନ୍‌,୨୧।୫: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବା ଆଡକୁ ଧ୍ୟାନ ଦେଇଛନ୍ତି। ଟ୍ରମ୍ପ କ୍ୟୁବା ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ…

ଆମେରିକାକୁ ବଡ଼ ଝଟ୍‌କା: ଇରାନ ସହ ଯୁଦ୍ଧରେ ହରାଇଲା…

ଓ୍ବାଶିଂଟନ୍‌,୨୧।୫:ଇରାନ ବିରୋଧରେ ଫେବୃଆରୀ ୨୮ରେ ଆମେରିକା ଆରମ୍ଭ କରିଥିବା ସାମରିକ କାର୍ଯ୍ୟାନୁଷ୍ଠାନ ଏପିକ୍‌ ଫ୍ୟୁରିରେ ଓ୍ବାଶିଂଟନ ଲଢ଼ୁଆ ଜେଟ୍‌ ଓ ଡ୍ରୋନ୍‌ ସମେତ ୪୨ଟି ବିମାନ ହରାଇଥିବା…

ମୋଦି-ମେଲୋନି ସାଜିଲେ ‘ମେଲୋଡି’ର ବ୍ରାଣ୍ଡ ଆମ୍ବାସେଡର! ଟଫି ବାହାନାରେ ରକେଟ ବେଗରେ ବଢ଼ିଲା ଏହି କମ୍ପାନୀର ଶେୟାର

ନୂଆଦିଲ୍ଲୀ,୨୦।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଟାଲୀ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କୁ ଭେଟିଥିଲେ। ଆଶ୍ଚର୍ଯ୍ୟଜନକ ଭାବରେ, ପ୍ରଧାନମନ୍ତ୍ରୀ…

ବାୟୁସେନାର ଟ୍ରେନିଂ ବିମାନ କ୍ରାଶ, ୨ ପାଇଲଟ୍…

ଇସଲାମବାଦ,୨୦ା୫: ମିଆଁୱାଲି ନିକଟରେ ପାକିସ୍ତାନ ବାୟୁସେନାର ଏକ ବିମାନ କ୍ରାଶ ହୋଇଛି । ଜିସେହଙ୍ଗଡୁ K-8 ଟ୍ରେନିଂ ଜେଟ୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ରହିଛି । ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri