Posted inଜାତୀୟ

ପୁଣି ଥରେ କର୍ନାଟକରେ ୟେଦୁରପ୍ପା ସରକାର: ଆଜି ସନ୍ଧ୍ୟା ୬ଟାରେ ନେବେ ଶପଥ

କର୍ନାଟକ, ୨୬।୭: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ କର୍ନାଟକରେ ବିଏସ୍‌ ୟେଦୁରପ୍ପାଙ୍କ ନେତୃତ୍ୱରେ ପୁଣି ସରକାର ଗଠନ ହେବାକୁ ଯାଉଛି। ଶୁକ୍ରବାର ରାଜ୍ୟପାଳ ବାଜୁଭାଇ ବାଲାଙ୍କୁ ଭେଟିବା ପରେ ୟେଦୁରପ୍ପା ଆଗାମୀ ମୁଖ୍ୟମନ୍ତ୍ରୀ ହେବା ସ୍ପଷ୍ଟ ହୋଇଯାଇଛି। ଫଳରେ ଶୁକ୍ରବାର ସନ୍ଧ୍ୟା ୬ଟାରେ ସେ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ୟେଦୁରପ୍ପା ୧୦୫ ବିଧାୟକଙ୍କ ସମର୍ଥନ ଥିବା ଏକ ପତ୍ର ରାଜ୍ୟପାଳଙ୍କୁ ଦେଇଛନ୍ତି। ଯେଉଁଥିରେ ତାଙ୍କୁ ବିଧାୟକ ଦଳର ନେତା ଭାବେ ବଛାଯାଇଛି। ଆଜିର ଶପଥଗ୍ରହଣ ଉତ୍ସବରେ କଂଗ୍ରେସ ନେତା ସିଦ୍ଧରମୈୟା ଏବଂ ଜେଡିଏସ୍‌ ନେତା ଏଚଡି କୁମାରସ୍ବାମୀଙ୍କୁ ଆମନ୍ତ୍ରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri