ପୁଣି ଥରେ ବୋହୂ ସାଜିଲେ ହେମା: ଫଟୋ ହେଲା ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଡ୍ରିମ୍‌ ଗର୍ଲଙ୍କ ଏକ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଝିଅ ଇସା ଦେଓଲ ଏହି ଫଟୋଟି ସୋସିଆଲ ମିଡିଆରେ ଅପଲୋଡ କରିବା ପରେ ଏବେ ଏହା ଭାଇରାଲ ହୋଇଛି। କିଛିଦିନ ତଳେ ଦ୍ୱିତୀୟ ସନ୍ତାନର ଜନନୀ ହୋଇଥିବା ଇଶା ଏବେ ସୋସିଆଲ ମିଡିଆରେ ରହୁଛନ୍ତି ଖୁବ୍‌ ଆକ୍ଟିଭ୍‌। ନିକଟରେ ଫିଲଟର ମାଧ୍ୟମରେ ସେ ହେମାଙ୍କର ଏକ ଫଟୋକୁ ବଧୂ ବେଶରେ ସଜାଇ ଅପଲୋଡ କରିଛନ୍ତି। ତେବେ ବିୟୁଟିଫୁଲ୍‌ ହେମା ଆଜିବି ଜଣେ ନବ ବିବାହିତାଙ୍କଠାରୁ ବି କିଛି କମ୍‌ ଲାଗୁନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri