ପୁଣି ପରମାଣୁ ଯୁଦ୍ଧର ଧମକ ଦେଲା ପାକିସ୍ତାନ

ଇସ୍‌ଲାମାବାଦ,୨୨।୧୦: ପାକିସ୍ତାନର ରେଳମନ୍ତ୍ରୀ ଶେଖ ରସିଦ ପୁଣି ଭାରତକୁ ପରମାଣୁ ଯୁଦ୍ଧର ଧମକ ଦେଇଛନ୍ତି। ସେ କହିଛନ୍ତି ଏଥର ପାରମ୍ପରିକ ଯୁଦ୍ଧ ହେବ ନାହିଁ। ୪-୬ ଦିନ ପର୍ଯ୍ୟନ୍ତ ତୋପ ଚାଲିବନି, ବିମାନ ଆକ୍ରମଣ ବା ନୌସେନା ଦ୍ୱାରା ମଧ୍ୟ ଗୁଳି ଚଳାଯିବନି। ହେଲେ ଯୁଦ୍ଧ ହେବ। ପରୋକ୍ଷରେ ଏହା ପରମାଣୁ ଯୁଦ୍ଧ ହେବ ବୋଲି ସେ ସୂଚନା ଦେଇଛନ୍ତି। ଅବଶ୍ୟ ଭାରତର ନାଁ ନ ନେଇ ସେ ଏହା କହିଛନ୍ତି। ସୀମାରେ ପାକିସ୍ତାନ ସେନା ତୋପ, ଟ୍ୟାଙ୍କ ସହ ସଜବାଜ ହେଉଥିବା ବେଳେ ରେଳମନ୍ତ୍ରୀଙ୍କ ଏମିତି ବୟାନ ଏବେ ଚର୍ଚ୍ଚାକୁ ଆସିଛି। କେବଳ ଏତିକି ନୁହେଁ ସୋମବାରଠାରୁ ପାକିସ୍ତାନ ସୀମାରେ ସେନା ସଂଖ୍ୟା ବୃଦ୍ଧି କରିଥିବାରୁ ସେ କୌଣସି ଏକ ଭିନ୍ନ ଯୋଜନାରେ ରହିଥିବା ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ନିକଟରେ ଇମ୍ରାନ ସରକାରରେ ରେଳମନ୍ତ୍ରୀ ଥିବା ଶେଖ ରସିଦ କହିଥିଲେ ଅକ୍ଟୋବରରେ ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୋଟିପତି ଫରେଷ୍ଟର: ୯ ଦାମୀ ପ୍ଲଟ ସହ ମିଳିଥିଲା…

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ): ଭବାନୀପାଟଣା ରେଞ୍ଜ ଅନ୍ତର୍ଗତ ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କୁ ଶନିବାର ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

କ୍ରିକେଟ ପାଇଁ ପାଗଳ! ଟିମକୁ ଚିୟର କରିବାକୁ ୬ ପ୍ରଶଂସକ ଖର୍ଚ୍ଚ କରିଦେଲେ ରୋଜଗାରର ଏତିକି ଟଙ୍କା

ନୂଆଦିଲ୍ଲୀ,୨୧।୨: ଜିମ୍ବାୱେ 2026 T20 World Cupରେ ଏକ ବଡ଼ ବିପର୍ଯ୍ୟୟ ଆଣିଛି। ଗ୍ରୁପ ପର୍ଯ୍ୟାୟରେ ଅପରାଜିତ ରହି, ସେମାନେ ଏବେ ସୁପର ୮ରେ ପହଞ୍ଚିଛନ୍ତି। ସେମାନେ…

ଭଡ଼ାଘରୁ ମେଡିକାଲ ରିପ୍ରେଜେଣ୍ଟେଟିଭ୍‌ଙ୍କ ମୃତଦେହ ଜବତ, ପାଟିରୁ ବହାରିଛି ରକ୍ତ, ୨ ରୁମ୍‌ମେଟ୍‌ ଅଟକ

ରାଉରକେଲା,୨୧ା୨(ସଙ୍ଗୀତା ଜେନା): ଶନିବାର ରାଉରକେଲାର ସିଭିଲ ଟାଉନ୍‌ଶିପ୍‌ ଅଞ୍ଚଳର ଏକ ଭଡ଼ାଘରୁ ଜଣେ ମେଡିକାଲ ରିପ୍ରେଜେଣ୍ଟେଟିଭ୍‌ ଭାଗିରଥୀ ସାହୁଙ୍କ ମୃତଦେହ ଜବତ କରାଯାଇଛି, ଯାହା ସ୍ଥାନୀୟ ଅଞ୍ଚଳରେ…

ଚତୁର୍ଥ ବିବାହ କରିବେ ଶୋଏବ ମଲ୍ଲିକ! ଏହି ଅଭିନେତ୍ରୀଙ୍କୁ…

ଇସଲାମାବାଦ୍‌,୨୧।୨: ପୂର୍ବତନ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଶୋଏବ ମାଲିକ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ମଲିକ ୨୦୨୪ ଆରମ୍ଭରେ ତୃତୀୟ ଥର ପାଇଁ ପାକିସ୍ତାନୀ…

ରାଜଧାନୀକୁ ପୁଣି ଦୋହଲାଇ ଦେବାକୁ ଟାର୍ଗେଟ କଲେଣି ଆତଙ୍କବାଦୀ, ଆଲର୍ଟରେ ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ସତର୍କ ସୂଚନା ଜାରି କରିଛନ୍ତି। ଗୁଇନ୍ଦା ସୂତ୍ରରୁ ସୂଚନା ଦିଆଯାଇଛି…

୧୫ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ଆଲର୍ଟ, ଝଡବର୍ଷା ହେବା ନେଇ ଚେତାଇଲା IMD

ନୂଆଦିଲ୍‌ଲୀ,୨୧।୨: ସାରା ଦେଶରେ ଗ୍ରୀଷ୍ମ ଋତୁ ଆସିସାରିଛି, ଏବଂ ଏବେ, ଖରା ପାଗ ସତ୍ତ୍ୱେ, ପ୍ରବଳ ଗରମ ଅନୁଭୂତ ହେବା ଆରମ୍ଭ ହୋଇଛି। ଦିଲ୍ଲୀ, ପଞ୍ଜାବ ଏବଂ…

ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ରହିଛି…

ଇସଲାମାବାଦ,୨୧ା୨: ଶନିବାର ପାକିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ୩.୯ ତୀବ୍ରତାର ଏକ ଭୂକମ୍ପ ରେକର୍ଡ କରାଯାଇଛି। ଭାରତର ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS)…

ଆତଙ୍କବାଦୀ ଟାର୍ଗେଟ୍‌ରେ ରାଜଧାନୀ: ବଢିଲା ସୁରକ୍ଷା

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ସତର୍କତା ଜାରି କରିଛନ୍ତି। ଗୋଇନ୍ଦା ସୂତ୍ରରୁ ଜଣାପଡିଛି ଯେ, ଲସ୍କର-ଏ-ତୋଇବା (LeT) ଆତଙ୍କବାଦୀମାନେ ଲାଲକିଲ୍ଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri