Posted inବୌଦ୍ଧ

ପୁଣି ଫେରିଲେ ୧୩୧ ପ୍ରବାସୀ ଶ୍ରମିକ

ବୌଦ୍ଧ,୨୮ା୫ (ସ୍ବ.ପ୍ର.)-ଗୁରୁବାର ବୌଦ୍ଧ ଜିଲାରେ ପୁଣି ୧୩୧ ଜଣ ପ୍ରବାସୀ ଶ୍ରମିକ ପହଞ୍ଚିଥିବା ଜଣାଯାଇଛି। ଫଳରେ ଫେରିଥିବା ପ୍ରବାସୀ ଶ୍ରମିକଙ୍କ ସଂଖ୍ୟା ୨୬୩୧ରେ ପହଞ୍ଚତ୍ଛିି। ସେହିପରି ୬୦୫ ଜଣ ବାହାର ରାଜ୍ୟର ଶ୍ରମିକଙ୍କୁ ସ୍ବତନ୍ତ୍ର ଗାଡି ଯୋଗେ ସେମାନଙ୍କ ରାଜ୍ୟକୁ ପଠାଇ ଦିଆଯାଇଛି ା ଜିଲାପାଳ ଲଲାଟେନ୍ଦୁ ମିଶ୍ର ଜିଲାରେ କରୋନା ମୁକାବିଲାର ସମୀକ୍ଷା କରିବା ସହିତ ଆଉ ଜଣେ ପଜିଟିଭ ସୁସ୍ଥ ହୋଇଥିବା ସୂଚନା ଦେଇଛନ୍ତି। ଜିିଲାରେ ୩୩ ଜଣ ପଜିଟିଭଙ୍କ ମଧ୍ୟରୁ ପୂର୍ବରୁ ୪ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ଆଉ ଜଣଙ୍କୁ ମିଶାଇ ସୁସ୍ଥ ସଂଖ୍ୟା ୫ରେ ପହଞ୍ଚିଛି। ଜିଲାରେ ୧୦୦ରୁ ଊର୍ଦ୍ଧ୍ୱ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ ହୋଇ ରହିଛି ା ତେବେ ବର୍ତ୍ତମାନ ୫୮ କେନ୍ଦ୍ରରେ ପ୍ରବାସୀ ଶ୍ରମିକମାନଙ୍କୁ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ପ୍ରବଳ ଖରାରେ ବି ଫୁଟିବ ପଦ୍ମ

ଘଣ୍ଟାପଡ଼ା/କଣ୍ଟାମାଳ,୨୧ା୪(ପ୍ରଭାତ କୁମାର ସାହୁ/ଆଦିତେଶ୍ୱର ମିଶ୍ର)ବୌଦ୍ଧ ଜିଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ପଲସାଗୋରା ମକର ପଡିଆରେ ଭାଜପାର ବିଶାଳ ଜନସମାବେଶ ସହିତ ମିଶ୍ରଣ ପର୍ବ ଅନୁଷ୍ଠିତ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ନାମଯଜ୍ଞବେଳେ ଫୁଟିଲା ଗୁଳି: ଜଣେ ଗୁରୁତର

କଣ୍ଟାମାଳ,୧୮।୪: କଣ୍ଟାମାଳ ଥାନା ଲମ୍ବେସ୍ବରୀ ଗ୍ରାମପଞ୍ଚାୟତର ପିପଲପାଳି ଗ୍ରାମରେ ରାମନବମୀ ପାଇଁ ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ କିଛି ଦୁର୍ବୁତ୍ତ ସେଠାରେ ଗୁଳିମାଡ଼ କରିଥିଲେ।...

ପୁଣି କର୍ମଚାରୀ ଛଟେଇ କଲା ଗୁଗ୍‌ଲ

କାଲିଫର୍ନିଆ, ୧୮।୪: ବଡ ଆଇଟି କମ୍ପାନୀଗୁଡିକ ଆଜିକାଲି ଏକ ସମ୍ଭାବ୍ୟ ମାନ୍ଦାବସ୍ଥାର ସମ୍ମୁଖୀନ ହେଉଛନ୍ତି। ଖର୍ଚ୍ଚ ହ୍ରାସ କରିବାକୁ ଏହି କମ୍ପାନୀଗୁଡିକ କର୍ମଚାରୀଙ୍କ ଉପରେ ଛଟେଇ...

ପ୍ରଦୀପଙ୍କ ୬ଷ୍ଠ, ଆଶାରେ ନବ, ସରୋଜ ଚ୍ୟାଲେଞ୍ଜ

ବୌଦ୍ଧ,୧୬ା୪(ଅଜିତ କୁମାର ବାରିକ):ବୌଦ୍ଧ ବିଧାନସଭା ଆସନ ପାଇଁ ତିନି ପ୍ରମୁଖ ଦଳ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। ଏଠାରୁ ୫ ଥର ବିଧାୟକ ହୋଇଥିବା ବିଜେଡିରୁ ପ୍ରଦୀପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri