Posted inଜାତୀୟ

ପୁଣି ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୧୬।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ଥିବା ବେଳେ ଏବେ ଅଧିକାଂଶ ନେତା ପରସ୍ପର ଉପରକୁ କାଦୁଅ ଫିଙ୍ଗୁଥିବା ଦେଖିବାକୁ ମିଳିଛି। କିଛିଦିନ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ମୋଦି ମଧ୍ୟ ରାହୁଲଙ୍କୁ ପାଲଟା ଆକ୍ରମଣ କରୁଛନ୍ତି। ଏବେ ପୁଣି ଥରେ ରାହୁଲ ମୋଦିଙ୍କ ଉଦ୍ଦେଶ୍ୟରେ କିଛି ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ମୋଦି କହୁଛନ୍ତି ଭାରତକୁ କଂଗ୍ରେସ ମୁକ୍ତ କରିବା ଦରକାର। ହେଲେ କଂଗ୍ରେସ କେଳବ ଆପଣଙ୍କୁ ହରାଇବାକୁ ଆସିଛି ବୋଲି ପାଲଟା ଜବାବ ଦେଇଛନ୍ତି ରାହୁଲ। କଂଗ୍ରେସ ଜିତିବା ସୁନିଶ୍ଚିତ କିନ୍ତୁ ମୋଦିଙ୍କ ସହ ହିଂସା କରି ନୁହେଁ ବରଂ ଦେଶବାସୀଙ୍କ ଆସ୍ଥା ଭାଜନ ହୋଇ କଂଗ୍ରେସ ବିଜୟଲାଭ କରିବ ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri