ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ ଅଫିସ୍‌, ୨୫।୧୧: ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ ନେବା ଉପରେ କଡା କଟକଣା ଲାଗୁ ହୋଇଛି। ଏଥିପାଇଁ ଶ୍ରୀମନ୍ଦିର ଚାରିଦ୍ୱାରରେ ବଡ ବଡ ସୂଚନା ପ୍ଲାକାର୍ଡ ମଧ୍ୟ ଲଗାଯାଇଛି। ଏହାସତ୍ତ୍ୱେ ବାରମ୍ବାର ଶ୍ରୀମନ୍ଦିର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଗତ କିଛିଦିନ ତଳେ ଖୋର୍ଦ୍ଧା ଜିଲା ନିରାକାରପୁର ଅଞ୍ଚଳର ଜଣେ ନାବାଳିକା ଶ୍ରୀମନ୍ଦିର ଭିତରେ ଟିକଟକ ଭିଡିଓ ପ୍ରସ୍ତୁତ କରି ଭାଇରାଲ କରିଥିଲେ। ଏହି ଘଟଣାର କିଛିଦିନ ପରେ ପୁଣି ଏବେ ଶ୍ରୀମନ୍ଦିର ଭିତରର ଫଟୋ ଭାଇରାଲ ହୋଇଛି। ଜଣେ ଯୁବକ ଆନନ୍ଦ ବଜାର ଭିତରେ ଫଟୋ ଉଠାଇ ଏହାକୁ ତାଙ୍କ ଫେସବୁକ ଆକାଉଣ୍ଟରେ ଅପଲୋଡ କରିବା ପରେ ଏହା ଏବେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ ଆନନ୍ଦ ବଜାର ଭିତରେ ମହାପ୍ରସାଦ ବିକ୍ରି ହେଉଥିବାର ଦୃଶ୍ୟ ରହିଛି। ତେବେ ବାରମ୍ବାର ଶ୍ରୀମନ୍ଦିର ଭିତର ଭିଡିଓ ଏବଂ ଫଟୋ ଭାଇରାଲ ହେଉଥିବାରୁ ଏହାକୁ ନେଇ ଭକ୍ତ ଏବଂ ସେବାୟତଙ୍କ ମଧ୍ୟରେ ଗଭୀର ଉଦ୍‌ବେଗ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri