Posted inଖେଳ

ପୁଣି ସୁପର ଓଭରରେ ଜିତିଲା ଭାରତ

ଓ୍ବେଲିଂଟନ,୩୧।୧- ସିରିଜ୍‌ର ତୃତୀୟ ମ୍ୟାଚ୍‌ ଭଳି ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍‌କୁ ସୁପର ଓଭରରେ ଭାରତ ଜିତି ନେଇଛି। ସୁପର ଓଭରରେ ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୧୪ ରନ୍‌ର ବିଜୟ ଲକ୍ଷ୍ୟକୁ ବିରାଟ ବାହିନୀ ଗୋଟିଏ ବଲ ପୂର୍ବରୁ ହାସଲ କରିଛି। ଏଥିସହିତ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଭାରତ ୪-୦ରେ ଆଗୁଆ ରହିଛି। ସିରିଜ୍‌ର ଅନ୍ତିମ ମ୍ୟାଚ୍‌ ୫ ତାରିଖରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri