Categories: ଖେଳ

ପୁଣି ସୁପର ଓଭରରେ ମ୍ୟାଚ୍‌

ଓ୍ବେଲିଂଟନ,୩୧।୧- ପୂର୍ବ ମ୍ୟାଚ୍‌ ଭଳି ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଚତୁର୍ଥ ଟି୨୦ ମ୍ୟାଚ୍‌ ମଧ୍ୟ ସୁପର ଓଭରରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୨୦ ଓଭରରେ ୮ ଉଇକେଟ ହରାଇ ୧୬୫ ରନ୍‌ କରିଥିଲା। ଜବାବରେ ଘରୋଇ ନ୍ୟୁଜିଲାଣ୍ଡ ଶେଷ ପର୍ଯ୍ୟନ୍ତ ଖେଳି ୬ ଉଇକେଟ ହରାଇ ସମାନ ସଂଖ୍ୟକ ରନ କରିବାକୁ ସକ୍ଷମ ହୋଇଥିଲେ।

Share