Posted inଜାତୀୟ

ପୁନର୍ବିଚାର ଆବେଦନ କରିବ ନାହିଁ ସୁନ୍ନୀ ଓ୍ବାକଫ୍‌ ବୋର୍ଡ: ମସଜିଦ୍‌ ଜମି ନେଇ ଏବେ ହେବନି ଚର୍ଚ୍ଚା

ନୂଆଦିଲ୍ଲୀ,୨୬।୧୧: ଅଯୋଧ୍ୟା ମାମଲାରେ ସୁନ୍ନୀ ଓ୍ବାକଫ୍‌ ବୋର୍ଡ ପକ୍ଷରୁ ପୁନର୍ବିଚାର ଆବେଦନ କରାଯିବ ନାହିଁ। ସେହିପରି ଏବେ ମସଜିଦ୍‌ ଜମି ନେଇ କୌଣସି ଚର୍ଚ୍ଚା କରାଯିବ ନାହିଁ। ମଙ୍ଗଳବାର ବୋର୍ଡ ପକ୍ଷରୁ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଉପସ୍ଥିତ ୭ ସଦସ୍ୟଙ୍କ ମଧ୍ୟରୁ ୬ ଜଣ ପୁନର୍ବିଚାର ପାଇଁ ସହମତି ପ୍ରକାଶ କରି ନ ଥିଲେ। ବୈଠକରେ ଯୋଗଦେଇଥିବା ଅବଦୁଲ୍‌ ରଜାକ ପୁନର୍ବିଚାର ଲାଗି ମତ ଦେଇଥିଲେ। ତେବେ ଅନ୍ୟମାନେ ଏଥିରେ ଅମଙ୍ଗ ହୋଇଥିଲେ। ସେହିପରି ମସଜିଦ୍‌ ପାଇଁ ପ୍ରସ୍ତାବିତ ଜମି ଉପରେ କୌଣସି ଆଲୋଚନା କରିବାକୁ ସଦସ୍ୟମାନେ ମନା କରିଛନ୍ତି। ସରକାରଙ୍କ ପକ୍ଷରୁ ଏଥି ଲାଗି ପଦକ୍ଷେପ ନିଆଗଲେ ଏନେଇ ଚର୍ଚ୍ଚା ହେବ ବୋଲି ସଦସ୍ୟମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri