ପୁରସ୍କାର ବିତରଣ ସମୟରେ ଅସୁସ୍ଥ ହୋଇପଡ଼ିଲେ ଆର୍‌ଡିସି

ଖୋର୍ଦ୍ଧା ଅଫିସ,୧୫।୮: ଖୋର୍ଦ୍ଧା ବିଜେବି ହାଇସ୍କୁଲ ଖେଳ ପଡ଼ିଆରେ ୭୩ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡିସି) ଅନୀଲ କୁମାର ସାମଲ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ତେବେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀଙ୍କୁ ପୁରସ୍କାର ବଣ୍ଟନ ସମୟରେ ଅସୁସ୍ଥ ହୋଇପଡ଼ିଥିଲେ। ଆର୍‌ଡିସିଙ୍କୁ ସଙ୍ଗେ ସଙ୍ଗେ ଜିଲା ମୁଖ୍ୟ ଚିିକିସତ୍ାଳୟରେ ଭର୍ତ୍ତି କରାଯାଇଥିଲା। ସେ ଏବେ ସୁସ୍ଥ ଅଛନ୍ତି। ଅନ୍ୟପକ୍ଷେ ପରେଡ୍‌ରେ ଭାଗ ନେଇଥିବା ୪ଜଣ ଛାତ୍ରୀଛାତ୍ର ଅନୁରୂପ ଭାବେ ତଳେ ପଡ଼ି ଯାଇଥିଲେ। ପରେଡ ଓ ପୁରସ୍କାର ବିତରଣ ସମୟରେ ଖରା ଅଧିକ ହେବାରୁ ଆର୍‌ଡିସି ଓ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଜଟଣୀ ଦେଖିବ ପୁଣି ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ଜଟଣୀ,୨୧ା୪(ରବୀନ୍ଦ୍ରନାଥ ମହାକୁଡ଼)ଭୁବନେଶ୍ୱର ସଂସଦୀୟ ନିର୍ବାଚନମଣ୍ଡଳୀର ୭ଟି ବିଧାନସଭା ଆସନ ମଧ୍ୟରୁ ଜଟଣୀ ବିଧାନସଭା କ୍ଷେତ୍ର ଅନ୍ୟତମ। ନିକଟରେ କଂଗ୍ରେସ ସନ୍ତୋଷ ଜେନାଙ୍କୁ ଏଠାରୁ ଟିକେଟ ଦେବା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ...

ସନ୍ତୋଷଙ୍କ ଟିକେଟକୁ ନେଇ ଜଟଣୀ ରାଜନୀତି ସରଗରମ

ଖୋର୍ଦ୍ଧା/ଜଟଣୀ,୧୬ା୪(ପ୍ରଭାତ ପାଣିଗ୍ରାହୀ/ରବୀନ୍ଦ୍ର ନାଥ ମହାକୁଡ଼):ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଜଟଣୀ ବିଧାନସଭା ଆସନ ପାଇଁ ବିଜେଡି ବିଭୂତି ବଳବନ୍ତରାୟ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri